Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ନୀତି ପାଲଟିଛି ନୀତି, ଶପଥ ଗ୍ରହଣ ଉତ୍ସବ ହଲ ଖାଲି

by ସଞ୍ଜୟ ସ୍ୱାଇଁ
November 3, 2022
in Feature News
ଦୁର୍ନୀତି ପାଲଟିଛି ନୀତି, ଶପଥ ଗ୍ରହଣ ଉତ୍ସବ ହଲ ଖାଲି
402
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଜିଲ୍ଲା ସ୍ତରୀୟ ଦୁର୍ନିତୀ ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଆଜି ଏକ ସାଧାରଣ ସଭା ତଥା ଆଲୋଚନା ଚକ୍ର କାର୍ଯ୍ୟକ୍ରମ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜନ ହୋଇଥିଲା। ଜିଲ୍ଲା ପରିଷଦ ସୃଜନ ସଭା ଗୃହରେ ଆୟୋଜିତ ଏହି ସଭାରେ ଦୁର୍ନିତୀ ମୁକ୍ତ ତଥା ନାଗରିକଙ୍କ ପାଇଁ ଶପଥ ଗ୍ରହଣ କାର୍ଯ୍ୟକ୍ରମ ରହିଥିଲା। ୧୧ ଟାରେ ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ହାତ ଗଣତି ଛାତ୍ରଛାତ୍ରୀ, ସମାଜସେବୀ, ଗଣମାଧ୍ୟମ ପ୍ରତିନିଧି ଯୋଗ ଦେଇଥିଲେ। ସଭା ପରିସରର ଶୁଣ୍ୟତାକୁ ପୂର୍ଣ୍ଣ କରିବା ପାଇଁ ଏସବିଆଇ ଦ୍ଵାରା ତାଲିମ ନେଉଥିବା ମହିଳାଙ୍କୁ ବୈଠକକୁ ନିମନ୍ତ୍ରଣ କରାଯାଇଥିଲା। ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ, ଏସପି ଅଲେଖ ପହି, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସୁବାଷ ଚନ୍ଦ୍ର ରାୟ, ଭିଜିଲାନ୍ସ ଡିଏସପି ଶ୍ରୀକାନ୍ତ କୁମାର ବେହେରା କାର୍ଯ୍ୟକ୍ରମ ଅବ୍ୟବହିତ ପୂର୍ବରୁ ପହଞ୍ଚିଥିବା ବେଳେ ସରକାରୀ କର୍ମଚାରୀ କିମ୍ୱା ଅଧିକାରୀଙ୍କ ଦେଖା ମିଳିନଥିଲା। ୬/୭ ଜଣ ସରକାରୀ କର୍ମଚାରୀ ଏହି ବୈଠକରେ ଉପସ୍ଥିତ ରହିଥିଲେ। ଦୁର୍ନୀତିକୁ ନୀତି କରିଥିବା ସରକାରୀ କର୍ମଚାରୀ ଓ ଅଧିକାରୀ ଯଦି ଶପଥ ପାଠ କରିବାର ଆବଶ୍ୟକତା ନାହିଁ, ତେବେ କାର୍ଯ୍ୟକ୍ରମ ଆୟୋଜନ କରିବାର ଆବଶ୍ୟକତା ନାହିଁ ବୋଲି ମତ ପ୍ରକାଶ ପାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!