Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଦ ଘରୁ ନୟାଗଡ଼ ଯୁବତୀଙ୍କର ମିଳିଥିଲା ମୃତଦେହ

by ସଞ୍ଜୟ ସ୍ୱାଇଁ
November 3, 2022
in Crime, Nayagarh, State
ପାଇଖାନା ଅର୍ଥ ଦୁର୍ନୀତି ନେଇ ଭିଜିଲାନ୍ସର ତଦନ୍ତ
474
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ବନ୍ଦ ଘରୁ ଯୁବତୀଙ୍କ ମୃତଦେହ ଉଦ୍ଧାର । ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଚିନ୍ତାମଣିଶ୍ୱର ଅଞ୍ଚଳରୁ ମିଳିଛି ମୃତଦେହ। ଯୁବତୀ ଜଣଙ୍କ ଆତ୍ମହତ୍ୟା କରିଥିବା ସଂଦେହ କରାଯାଉଛି । ଘଟଣାସ୍ଥଳରେ ଲକ୍ଷ୍ମୀସାଗର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତ ଯୁବତୀ ହେଲେ ନୟାଗଡ ଅଞ୍ଚଳର ସ୍ନେହଳତା ସ୍ଵାଇଁ । ଉଭୟଙ୍କ ପରିବାର ସହମତିରେ ନିଜ ପ୍ରେମିକ ସହ ବିବାହ ଠିକ ହୋଇଥିଲା । ମଙ୍ଗଳବାର ସନ୍ଧ୍ୟାରେ କୌଣସି କଥାକୁ ନେଇ ଝଗଡା ହୋଇଥିଲା। ଝଗଡା ପରେ ମୋବାଇଲକୁ ଭାଙ୍ଗିଦେଇଥିଲେ ସ୍ନେହଳତା । ପରେ ରାତିରେ ଓଢଣୀରେ ଝୁଲି ପଡ଼ିଥିଲେ ସ୍ନେହଲତା । ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ବିଭିନ୍ନ ଦିଗକୁ ନେଇ ଛାନ୍‌ଭିନ୍‌ କରୁଛି । ଏପିରିକି ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍‌ ଟିମ୍‌ର ସହଯୋଗ ମଧ୍ୟ ନେଇପାରେ ପୋଲିସ ବୋଲି ଜଣାପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!