Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଧାମନଗର ଉପନିର୍ବାଚନ : ଭୋଟିଂ ଏଜେଣ୍ଟଙ୍କୁ ମାଡ଼

by ସଞ୍ଜୟ ସ୍ୱାଇଁ
November 3, 2022
in Crime, State
ଧାମନଗର ଉପନିର୍ବାଚନ : ଭୋଟିଂ ଏଜେଣ୍ଟଙ୍କୁ ମାଡ଼
132
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଭୋଟିଂକୁ ନେଇ ଏଜେଣ୍ଟଙ୍କୁ ମାଡ଼ । ଭାଇ ଓ ଭାଉଜଙ୍କୁ ମଧ୍ୟ ସଂଘବଦ୍ଧ ଭାବେ ଆକ୍ରମଣ ନେଇ ଧାମନଗର ଥାନାରେ ଏତଲା । ରାମେଶ୍ୱରପୁର ୧୭୦ ନମ୍ବର ବୁଥ୍‌ରେ ଏପରି ଘଟଣା ଘଟିଛି । ଏଜେଣ୍ଟ ଜଗବନ୍ଧୁ ନାୟକ ଧାମନଗର ଥାନାରେ ଲିଖିତ ଭାବେ ଏତଲା ଦେଇଛନ୍ତି । ଗୁରୁବାର ଭଦ୍ରକ ଧାମନଗର ଆସନରେ ଉପନିର୍ବାଚନ ପାଇଁ ମତଦାନ ହେଉଛି । ଉପନିର୍ବାଚନରେ ଶାନ୍ତି ଶୃଙ୍ଖଳା ରକ୍ଷା ଲାଗିମୋଟ ୯୯୭ ଜଣ ପୁଲିସ କର୍ମଚାରୀ ମଧ୍ୟ ବିଭିନ୍ନ ମତଦାନ କେନ୍ଦ୍ରରେ ରହିଛନ୍ତି। ସେହିଭଳି ୪ କମ୍ପାନୀ CRPF, ୨୪ଟି ମୋବାଇଲ୍ ପାର୍ଟି, ୨୨ ପ୍ଲାଟୁନ୍ ଷ୍ଟେଟ୍ ଆର୍ମଡ୍ ଫୋର୍ସ, ୩୦ଜଣ ସେକ୍ଟର ଅଧିକାରୀ, ୯ ସେକ୍ଟର ମାଜିଷ୍ଟ୍ରେଟ୍, ୧୦୦ଜଣ ସବ୍ଇନ୍ସପେକ୍ଟର ଓ ଇନ୍ସପେକ୍ଟର, ୨ଜଣ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଓ ୬ ଡିଏସପି ମୃତୟନ ହୋଇଛନ୍ତି । ଚିହ୍ନଟ ହୋଇଥିବା ୧୧୦ଟି ଉତ୍ତେଜନାପ୍ରବଣ ବୁଥ୍ ଓ ୨୫ଟି ଅତି ଉତ୍ତେଜନାପ୍ରବଣ ବୁଥ୍ ରେ ସଶସ୍ତ୍ର ବଳଙ୍କୁ ମୁତୟନ କରାଯିବା ସହ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!