Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅର୍ଚ୍ଚନା ଜାମିନ ଆବେଦନର ଶୁଣାଣି ଶେଷ, ରାୟ ସଂରକ୍ଷିତ

by ସଞ୍ଜୟ ସ୍ୱାଇଁ
November 5, 2022
in Crime, State
କୋର୍ଟରେ ହାଜର ହେବେ ଅର୍ଚ୍ଚନା ନାଗ୍
103
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଲେଡି ବ୍ଲାକ ମେଲର ଅର୍ଚନା ନାଗ ଗିରଫ ଘଟଣା । ଅର୍ଚନାଙ୍କ ଜାମିନ ଆବେଦନର ଶୁଣାଣି ଶେଷ ହୋଇଛି । ରାୟକୁ ସଂରକ୍ଷିତ ରଖିଛନ୍ତି ଏସଡିଜେଏମ୍‌ କୋର୍ଟ। ଅର୍ଚ୍ଚନାଙ୍କ ନାମରେ ନୟାପଲ୍ଲୀ ଥାନାରେ ହୋଇଥିବା ମାମଲାରେ ଜାମିନ ଆବଦନର ଚାଲିଥିଲା ଶୁଣାଣି । ଭୁବନେଶ୍ଵର ଏସଡିଜେଏମ କୋର୍ଟରେ ହୋଇଥିଲା ଅର୍ଚ୍ଚନାଙ୍କ ଜାମିନ ସମ୍ପର୍କିତ ଶୁଣାଣୀ । ପ୍ରଯୋଜକ ଅକ୍ଷୟ ପରିଜାଙ୍କ ମାମଲାରେ ଗତ ୨୬ ତାରିଖରେ ଶୁଣାଣି କରିଥିଲେ କୋର୍ଟ । ପୁନଃ ଶୁଣାଣି ପାଇଁ ୫ ତାରିଖ ଦିନ ଧାର୍ଯ୍ୟ କରାଯାଇଥିଲା । ପୂର୍ବରୁ ଖଣ୍ଡଗିରି ଥାନା ମାମଲାରେ ଅର୍ଚ୍ଚନାଙ୍କ ଜାମିନ ଖାରଜ କରିଥିଲେ କୋର୍ଟ। ସେପଟେ ମାମଲାରେ ତଦନ୍ତ ଆରମ୍ଭ କରିଛ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ପ୍ରଥମ ପର୍ଯ୍ୟାୟରେ ଅର୍ଚ୍ଚନା ତାଙ୍କ ସ୍ବାମୀ ଜଗବନ୍ଧୁ, ସହଯୋଗୀ ଖଗେଶ୍ବର ଅଭିଯୋଗ କରିଥିବା ଯୁବତୀ ଏବଂ ସିନେମା ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ତଦନ୍ତ ପରିସରଭୁକ୍ତ କରିବା ସହ ନୋଟିସ୍ ଜାରି କରିବ ED । ସେହିଭଳି ଜେଲରେ ଥିବା ଅର୍ଚ୍ଚନା ଓ ତାଙ୍କ ସ୍ବାମୀ ଜଗବନ୍ଧୁଙ୍କୁ ରିମାଣ୍ଡରେ ନେଇପାରେ ED । EDର ଏଣ୍ଟ୍ରି ପରେ ଲିଙ୍କ୍‌ରେ ଥିବା ବଡ଼ବଡ଼ିଆଙ୍କ ଭିତରେ ପଶିଛି ଛନକା । ଅର୍ଚ୍ଚନାକୁ ଅର୍ଥ ଦେଣନେଣ ନେଇ ED ହାତରେ ପ୍ରମାଣ ଲାଗିଲେ ଆଇନ୍‌ର କାଠଗଡ଼ାକୁ ଟଣା ହୋଇପାରନ୍ତି ଏକାଧିକ ପ୍ରତିପତିଶାଳୀ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!