Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିମ୍ବାଓ୍ଵେକୁ ହରାଇ ଗ୍ରୁପ ୨ର ଶୀର୍ଷରେ ଭାରତ

by ସଞ୍ଜୟ ସ୍ୱାଇଁ
November 6, 2022
in Sports, WORLD
ଜିମ୍ବାଓ୍ଵେକୁ ହରାଇ ଗ୍ରୁପ ୨ର ଶୀର୍ଷରେ ଭାରତ
189
VIEWS
Share on FacebookShare on Twitter

ମେଲବର୍ଣ୍ଣ, (ବାଘୁଆବାର୍ତ୍ତା): ଟି-୨୦ ବିଶ୍ଵ କପ୍ ୨୦୨୨ର ସରିଲା ସୁପର ୧୨ ମୁକାବିଲା। ଶେଷ ମୁକାବିଲାରେ ଜିମ୍ବାଓ୍ଵେକୁ ୭୧ ରନରେ ହରାଇ ଭାରତ ଗ୍ରୁପ -୨ର ଶୀର୍ଷ ସ୍ଥାନ ହାସଲ କରିଛି। ଭାରତ ସେମି ଫାଇନାଲ୍‌ରେ ଗ୍ରୁପ-୧ର ଦ୍ଵିତୀୟରେ ଥିବା ଇଂଲଣ୍ଡକୁ ଭେଟିବ। ସୁର୍ୟ୍ୟକୁମାର ଯାଦବଙ୍କ ୬୧ ରନର ବିସ୍ଫୋରକ ଇନିଂସ ଏବଂ କେଏଲ ରାହୁଲଙ୍କ ୫୧ ରନ ବଳରେ ଭାରତ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ଓଭରରେ ୫ ଓ୍ଵିକେଟ୍ ହରାଇ ୧୮୬ ରନ କରିଥିଲା। ଜବାବରେ ଜିମ୍ବାଓ୍ଵେ ଭାରତୀୟ ବୋଲରଙ୍କ ଉଚିତ୍ ମୁକାବିଲା କରିନପାରି ୧୭.୨ ଓଭରରେ ୧୧୫ ରନରେ ଅଲଆଉଟ୍ ହୋଇଛି। ଦଳ ପକ୍ଷରୁ ରବି ଚନ୍ଦ୍ରନ ଅଶ୍ଵିନ ସର୍ବାଧିକ ୩ଟି ଓ୍ଵିକେଟ୍ ନେଇଥିବା ବେଳେ ମହମ୍ମଦ ଶାମି ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ପ୍ରତ୍ୟେକ ଦୁଇଟି ଲେଖାଏଁ ଓ୍ଵିକେଟ୍ ନେଇଥିଲେ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!