Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିନ୍ଦଲ ମ୍ୟାନେଜରଙ୍କୁ ହତ୍ୟା

by ସଞ୍ଜୟ ସ୍ୱାଇଁ
November 7, 2022
in Crime, State
ଜିନ୍ଦଲ ମ୍ୟାନେଜରଙ୍କୁ ହତ୍ୟା
100
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ଜିନ୍ଦଲ ମ୍ୟାନେଜରଙ୍କୁ ହତ୍ୟା । ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ଥାନା ବରସୁଆଁ ନିକଟରେ ଘଟିଛି ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଜିନ୍ଦଲ ଗେଷ୍ଟ ହାଉସ୍‌ରେ ସେ ଏକୁଟିଆ ରହୁଥିଲେ । ଜିନ୍ଦଲ ଲଜିଷ୍ଟିକ୍‌ ମ୍ୟାନେଜର ମୋତି ରାମ୍‌ପାଲଙ୍କ ମୃତଦେହ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡିରହିଥିଲା । ଏହାପରେ ତୁରନ୍ତ କମ୍ପାନୀ କର୍ତ୍ତୃପକ୍ଷ ଓ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ଛାନ୍‌ଭିନ୍‌ ଜାରି ରଖିଛି । ତେବେ କେହି ହତ୍ୟା କରି ଫେରାର ହୋଇଯାଇଥିବା ପୋଲିସ ସନ୍ଦେହ କରୁଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!