Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାଜୁ ଜଙ୍ଗଲକୁ ନେଇ ୨ ମୃତ, ୫ ଗୁରୁତର

by Anil Panda
April 10, 2020
in Crime
ବଡ଼ବୋଦସା ଗ୍ରାମରେ ଗୋଷ୍ଠୀ ସଂଘର୍ଷ
13
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ ରଣପୁର ଅନ୍ତର୍ଗତ ଚାନ୍ଦପୁର ଥାନା ଅଂଚଳରେ ଆଜି ଏକ କାଜୁ ଜଙ୍ଗଲକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି । ଏହି ଗୋଷ୍ଠୀ ସଂଘର୍ଷରେ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ୫ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସୂଚନାନୁସାରେ, ଚାନ୍ଦପୁର ଥାନା ଅନ୍ତର୍ଗତ ରାଇପଡ଼ା ଗାଁରେ କାଜୁ ଜଙ୍ଗଲକୁ ସେଇ ଗାଁର ବେଣୁଧର ପ୍ରଧାନ ନିଲା ଆଣି ଜଗାରଖା କରୁଥିଲେ । ଯାହାକୁ ନେଇ ଗାଁର ଅନ୍ୟ ଗୋଷ୍ଠୀ ସହ ବିବାଦ ସୃଷ୍ଟି ହୋଇଥିଲା । ଆଜି ବେଣୁଧର କିଛି ଶ୍ରମିକଙ୍କୁ ନେଇ କାଜୁ ଜଙ୍ଗଲରୁ କାଜୁ ମଂଜି ସଂଗ୍ରହ କରୁଥିବା ଅନ୍ୟ ଗୋଷ୍ଠୀର ୨୫ରୁ ଉର୍ଦ୍ଧ୍ୱ ଯୁବକ ବିଭିନ୍ନ ମାରଣାସ୍ତ୍ର ଧରି ଅତର୍କିତ ଆକ୍ରମଣ କରିଥିଲେ । ଫଳରେ ସେଠାରେ କାମ କରୁଥିବା ଦୁର୍ଗା ପ୍ରଧାନ ଓ ବିରଂଚି ପ୍ରଧାନଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ମୋଟ ୧୧ ଜଣ ଆହାତ ହୋଇଥିଲେ । ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ଥିବାରୁ ତାଙ୍କୁ ପ୍ରଥମେ ଚାନ୍ଦପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ ଭୂବନେଶ୍ୱର ସ୍ଥାନାନ୍ତରିତ କରାଯାଇଛି । ପୁଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିବା ସହ ଶବ ଜବତ କରି ବ୍ୟବେଚ୍ଛଦ ପାଇଁ ପଠାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!