Saturday, June 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୁରଟ୍‌ରେ ତାତିଲେ ଦାଦନ, ଭଙ୍ଗାରୁଜା ପୋଡ଼ାଜଳା

by Anil Panda
April 11, 2020
in Breaking
ସୁରଟ୍‌ରେ ତାତିଲେ ଦାଦନ, ଭଙ୍ଗାରୁଜା ପୋଡ଼ାଜଳା
9
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ସାରା ଦେଶରେ ଲକ୍‌ଡାଉନ୍ ଥିବା ବେଳେ ଗୁଜୁରାଟର ସୁରଟ୍ ସହରରେ ଆଜି ସକାଳୁ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି । ବହୁ ସଂଖ୍ୟକ ଲୋକ ରାସ୍ତାକୁ ଓହ୍ଲାଇ ଆସି ଭଙ୍ଗାରୁଜା, ପୋଡ଼ା ଜଳା କରିଛନ୍ତି । ବିଭିନ୍ନ ସେବା ଓ ସୁବିଧା ନମିଳିବା ତଥା ନିଜ ଅଂଚଳ ଓ ରାଜ୍ୟକୁ ଫେରିବା ନେଇ ସେମାନେ ଆନ୍ଦୋଳନ କରିଛନ୍ତି । ଏହି ଆନ୍ଦୋଳନ ସମୟରେ ସେମାନେ ନିକଟରେ ଥିବା ଏକ ଟ୍ରକରେ ନିଆଁ ଲଗାଇବା ସହ ବିଭିନ୍ନ ସ୍ଥାନରେ ପୋଡ଼ଜଳା କରିଛନ୍ତି । ଏପରିକି ପରିବା ମାର୍କେଟରେ ପଶି ଏହି ଦାଦନ ଶ୍ରମିକମାନେ ଭଙ୍ଗାରୁଜା କରିଥିବା ଜଣାଯାଇଛି । ଏହାକୁ ନେଇ ପୁଲିସ ୬୦ରୁ ଉର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଥାନାରେ ଅଟକ ରଖିଛି । ଅନ୍ୟ ଏକ ପକ୍ଷରେ ଏକତ୍ରିତ ହୋଇ ଦଙ୍ଗା ସୃଷ୍ଟି କରିବା ଦେଶ ପାଇଁ କ୍ଷତି କାରକ ବୋଲି ଚର୍ଚ୍ଚା ହେଉଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!