Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୫୦ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

by Anil Panda
April 11, 2020
in Breaking
୫୦ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
10
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ସାରା ବିଶ୍ୱରେ କରୋନା ମହାମାରୀରେ ମୃତ୍ୟୁ ସଂଖ୍ୟା ୧ ଲକ୍ଷରେ ପଂହଚିଥିବା ବେଳେ ଭାରତରେ ଏହା ୨୩୯ ବୋଲି ଜଣାପଡ଼ିଛି । ସେହିଭଳି ଓଡ଼ିଶାରେ ଜଣଙ୍କର ଏହି ରୋଗରେ ମୃତ୍ୟୁ ଘଟିଥିବା ବେଳେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୫୦ ଛୁଇଁଛି । ଏମାନଙ୍କ ମଧ୍ୟରୁ ଦୁଇଟି ପର୍ଯ୍ୟାୟରେ ୧୨ ଜଣ କରୋନା ରୋଗୀ ସୁସ୍ଥ ହୋଇ ସାରିଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । କରୋନା କାରଣରୁ ରାଜ୍ୟ ସରକାର ଲକ୍‌ଡାଉନ୍ ଅବଧିକୁ ଅପ୍ରେଲ ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!