Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଟକଣା ମଧ୍ୟରେ ରାଜ୍ୟ ବାହାରୁ ଆସିଥିବା ଶବ ସତ୍କାର

by Anil Panda
April 11, 2020
in State
କଟକଣା ମଧ୍ୟରେ ରାଜ୍ୟ ବାହାରୁ ଆସିଥିବା ଶବ ସତ୍କାର
21
VIEWS
Share on FacebookShare on Twitter

କ୍ୱାରେଣ୍ଟାଇନ୍‌ରେ ରହିଲେ ୪ ମାଲ ଭାଇ

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାକୁ ଆଜି ଜଣେ ରାଜ୍ୟ ବାହାରେ ରହୁଥିବା ଶ୍ରମିକଙ୍କ ଶବ ଆସୁଥିବା ନେଇ ଜିଲ୍ଲାପାଳ ସୂଚନା ପାଇବା ପରେ ଏନେଇ କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ବ୍ୟାପକ କଟକଣା ମଧ୍ୟରେ ଫେରନ୍ତା ଶ୍ରମିକଙ୍କ ଶବ ସତ୍କାର କରାଯିବା ସହ ୪ ଜଣ ମାଲ ଭାଇଙ୍କୁ କ୍ୱାରେଣ୍ଟାଇନ୍‌ରେ ରଖାଯାଇଛି । ସୂଚନାନୁସାରେ, ରଣପୁର ବ୍ଲକ ଅନ୍ତର୍ଗତ ଗଡ଼ବାଣିକିଲୋ ଗ୍ରାମର ଗୋପିନାଥ ପ୍ରଧାନଙ୍କ ପୁତ୍ର ଭାସ୍କର ଚନ୍ଦ୍ର ବଳିୟାରସିଂ ଉତ୍ତରପ୍ରଦେଶର ଏକ କମ୍ପାନୀରେ କାମ କରୁଥିଲେ । କିଛି ଦିନ ହେବ ସେ ରୋଗରେ ଆକ୍ରାନ୍ତ ହୋଇ ଉତ୍ତରପ୍ରଦେଶର କାନପୁର ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ଗୁରୁବାର ମଧ୍ୟାହ୍ନରେ ତାଙ୍କର ମୃତ୍ୟୁ ଘଟିଥିଲା । ଫଳରେ ତାଙ୍କ ଶବ ନେଇ ଉତ୍ତର ପ୍ରଦେଶର ସାତ ଅଠ ଜଣ ଲୋକ ଗଡ଼ବାଣିକିଲୋ ଆସୁଥିବା ନେଇ ପ୍ରଶାସନ ଖବର ପାଇଥିଲା । ଫଳରେ ଶବ ସତ୍କାର ବେଳେ ଗହଳୀକୁ ଦୃଷ୍ଟି ଦେଇ ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କ ନିର୍ଦ୍ଦେଶରେ ଗ୍ରାମରେ ବ୍ୟାପକ ପୁଲିସ ମୁତୟନ କରାଯାଇଥିବା ବେଳେ ଆଜି ମାଜିଷ୍ଟେଡଙ୍କ ଉପସ୍ଥିତିରେ ଶବ ସତ୍କାର କରାଯାଇଛି । ଗ୍ରାମର କେବଳ ୪ ଜଣ ବ୍ୟକ୍ତି ଶବ ସତ୍କାର ପାଇଁ ଯାଇଥିବା ବେଳେ ସେମାନଙ୍କ ୧୪ ଦିନ ପାଇଁ କ୍ୱାରାଣ୍ଟାଇନରେ ରଖାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!