Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅର୍ଚ୍ଚନା ନାଗଙ୍କ ଆଇ-୨୦ ଗାଡ଼ିରୁ ମିଳିଲା ଛୁରୀ ଓ ବନ୍ଧୁକ

by ସଞ୍ଜୟ ସ୍ୱାଇଁ
November 10, 2022
in Crime, State
କୋର୍ଟରେ ହାଜର ହେବେ ଅର୍ଚ୍ଚନା ନାଗ୍
225
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ବେଆଇନ ଆର୍ଥିକ କାରାବର ନେଇ ଇଡି ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ାଉ ଚାଲିଛି ।ଅର୍ଚ୍ଚନାଙ୍କ ଘର ନିକଟରେ ଥିବା ନାଲି ରଙ୍ଗର କାରକୁ ଯାଞ୍ଚ କରିଛି ଇଡି । ଘର ପାଖରେ ଥିବା ଆଇ-୨୦ ଗାଡି ଯାଞ୍ଚ କରାଯାଇଛି । ଯାଞ୍ଚ ବଳେ କାର ଭିତରୁ ଏକ ଛୁରୀ ସହ ଗୋଟିଏ ବନ୍ଧୁକ( ଖେଳନା) ଓ କିଛି କାଗଜପତ୍ର ଜବତ । ସୂଚନା ଥାଉକି କଳାହାଣ୍ଡି ଜିଲ୍ଲା କେସିଙ୍ଗା ସହରରେ ଥିବା ଅର୍ଚ୍ଚନା ନାଗଙ୍କ ପୈତୃକ ଘରକୁ ମଧ୍ୟ ଇଡି ପକ୍ଷରୁ ମଧ୍ୟ ଚଢାଉ କରାଯାଇଛି । ଘର ବାହାରେ ସିଆରପିଏଫଙ୍କ ବାହିନୀଙ୍କୁ ମୁତୟନ କରାଯାଇଛି । କଡ଼ା ସୁରକ୍ଷା ବଳୟ ଭିତରେ ଇଡି ବିଭାଗର ଅଧିକାରୀ ଯାଞ୍ଚ କରୁଛନ୍ତି। ସେହିପରି ଅନ୍ୟପଟେ ଭବନେଶ୍ୱର ସତ୍ୟ ବିହାରସ୍ଥିତ ଘରେ ମଧ୍ୟ ଇଡିର ୫ ଜଣିଆ ଟିମ୍‌ ପକ୍ଷରୁ ଚଢାଉ ଆରମ୍ଭ କରିଛି । ଚଢାଉ ସମୟରେ ସ୍ଥାନୀୟ ପୋଲିସ ଓ ସିଆରପିଏଫ୍‌ ବାହିନୀ ନିୟୋଜିତ ରହିଛନ୍ତି । ଚଢ଼ଉ ବେଳେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ କାଗଜ ପତ୍ର ଜବତ ହୋଇଥିବା ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!