Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହଷ୍ଟେଲ ରୁମ୍‌ରେ ଗାମୁଛା ଲଗାଇ ଝୁଲି ପଡିଲେ ଯୁବତୀ

by ସଞ୍ଜୟ ସ୍ୱାଇଁ
November 11, 2022
in Crime, State
ହଷ୍ଟେଲ ରୁମ୍‌ରେ ଗାମୁଛା ଲଗାଇ ଝୁଲି ପଡିଲେ ଯୁବତୀ
254
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଖଣ୍ଡଗିରି ଥାନା ଅଞ୍ଚଳରେ ଥିବା ଏକ ହଷ୍ଟେଲରେ ଯୁବତୀଙ୍କ ମୃତଦେହ ଉଦ୍ଧାର। ଯୁବତୀ ଜଣକ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି । ମୃତ ଯୁବତୀ ଜଣକ ପୁରୀ ଜିଲ୍ଲା ତିରିପଦା ଗଡ଼ର ଦୀପ୍ତି ପାଣି ବୋଲି ଜଣାପଡିଛି। ଦୀପ୍ତି ଖଣ୍ଡଗିରି ବାରଭୁଜାରେ ଏକ ଘରୋଇ କମ୍ପାନୀରେ ଚାକିରୀ କରିଥିବା ସୂଚନା ମିଳଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି।ଘଟଣା ସ୍ଥଳରୁ ଏକ ସୁଇସାଇଡ ନୋଟ ଜବତ କରାଯାଇଛି । ତେବେ ସେ କେଉଁ କାରଣରୁ ଆତ୍ମହତ୍ୟା କରିଛନ୍ତି ତାହ ତଦନ୍ତ ପରେ ସ୍ପଷ୍ଟ ହେବ। ମାମା-ବାବା ମତେ କ୍ଷମା କରିବେ। ବହୁତ କଷ୍ଟ ହଉଛି। ସହିପାରିବିନି ଆଉ ଏତେ ମେଡିସନ୍ ଖାଇ ଖାଇ ବିରକ୍ତ ଲାଗୁଛି । ଏମତି କିଛି ଦୀପ୍ତି ନିଜ ସୁଇସାଇଡ ନୋଟରେ ଲେଖି ଯାଇଛି। ତେବେ ସେ କେଉଁ ରୋଗରେ ପଡିଥିଲା ନା ମାନସିକ ଚାପରେ ଥିଲେ ତାହାର ତଦନ୍ତ ଆରମ୍ଭ କରିଛି ପୋଲିସ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!