ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପ୍ରକାଶ ପାଇଲା OJS-୨୦୨୧ ରେଜଲ୍ଟ। ୫୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ ନେଇ OPSC ପକ୍ଷରୁ ସୂଚନା ଦିଆଯାଇଛି। ଆଦ୍ୟାଶା ମିଶ୍ର ଟପ୍ପର, ଚେତନା ପଟ୍ଟନାୟକ ଦ୍ୱିତୀୟ, ଏ.ଗୀତାଞ୍ଜଳି ନାଇଡୁ ତୃତୀୟ ହୋଇଛନ୍ତି। ୫୦ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରେ ୨୮ ଜଣ ମହିଳା ଅଛନ୍ତି।