Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାନୁୟାରୀ ୮ରୁ ନୟାଗଡ଼ କପ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ

by ସଞ୍ଜୟ ସ୍ୱାଇଁ
November 12, 2022
in Nayagarh, Sports
ଜାନୁୟାରୀ ୮ରୁ ନୟାଗଡ଼ କପ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ
439
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ସର୍ବ ଭାରତୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ନୟାଗଡ଼ କପ୍ ପାଇଁ ପ୍ରସ୍ତୁତି ବୈଠକ ହୋଟେଲ ନୀଳମାଧବଠାରେ ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଉମାକାନ୍ତ ମଲ୍ଲିକ ଓ ବହୁ ବୁଦ୍ଧିଜିବୀ ଯୋଗ ଦେଇଥିଲେ। ନୟାଗଡ଼ ଖେଳ ପଡିଆର ବିକାଶ ପାଇଁ ନିଆ ଯାଇଥିବା ପଦକ୍ଷେପ ସମ୍ପର୍କରେ ବିଧାୟକ ଆଲୋକପାତ କରିଥିଲେ । ଓଡ଼ିଶାରୁ ୪ ଟି ଟିମ୍ ଏବଂ ଓଡିଶା ବାହାରୁ ୪ ଟିମକୁ ନେଇ ମ୍ୟାଚ ଅନୁଷ୍ଠିତ ହେବ ବୋଲି ସୁଚନା ଦେଇଥିଲେ। ସମସ୍ତଙ୍କ ସହଯୋଗରେ ମ୍ୟାଚ ପରିଚାଳନା କରିବାକୁ ପରାମର୍ଶ ଦେଇଥିଲେ। ଏହି ବୈଠକରେ ଅନେକ ଖେଳ ଶିକ୍ଷକ, ବିଭିନ୍ନ ସଙ୍ଗଠନ କର୍ମକର୍ତ୍ତା ଓ ଗଣମାଧ୍ୟମ ପ୍ରତିନିଧିମାନେ ଯୋଗ ଦେଇଥିଲେ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!