Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୦ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ ସହ ୪ ଗିରଫ

by ସଞ୍ଜୟ ସ୍ୱାଇଁ
November 12, 2022
in Crime, State
ବ୍ରାଉନ ସୁଗାର ସହ ବାଇକ ଜବତ, ୨ ଗିରଫ
126
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଥମୁନି ଧଳାଜହର କାରବାର । ଭୁବନେଶ୍ୱରରୁ ପୁଣି ଜବତ ହେଲା ବ୍ରାଉନସୁଗାର । ନୟାପଲ୍ଲୀ ଥାନା ଅଞ୍ଚଳରୁ ୧୦୦ ଗ୍ରାମର ବ୍ରାଉନ୍‌ସୁଗାର ଜବତ ହୋଇଛି । ଏହାସହିତ ଘଟଣାରେ ୪ଜଣଙ୍କୁ ଗିରଫ କରାଯାଇଥିବା ସୂଚନା ଦେଲେ ଭୁବନେଶ୍ୱର ଡିସିପି ପ୍ରତୀପ ସିଂହ । ଖବର ଅନୁଯାୟୀ, ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳରେ ବ୍ରାଉନ୍‌ସୁଗାର କାରବାର ନେଇ ପୋଲସକୁ ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ ପୋଲିସ ଉକ୍ତ ସ୍ଥାନରେ ଚଢାଉ କରି ୧୦୦ ଗ୍ରାମର ବ୍ରାଉନ୍‌ସୁଗାର ଜବତ କରିଛି । ଏହାସହିତ ବ୍ରାଉନ୍‌ସୁଗାର କାରବାର ୪ଜଣଙ୍କୁ ଗିରଫ କରିଛି ପୋଲିସ ।ତେବେ ଜବତ ହୋଇଥିବା ବ୍ରାଉନ୍‌ସୁଗାର ଆନୁମାନିକ ମୂଲ୍ୟ ୧୦ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!