Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଞ୍ଜେଇ ବ୍ୟବସାୟୀଙ୍କ ସମ୍ପତ୍ତି ଫ୍ରିଜ୍

by ସଞ୍ଜୟ ସ୍ୱାଇଁ
November 12, 2022
in Crime, State
ଗଞ୍ଜେଇ ବ୍ୟବସାୟୀଙ୍କ ସମ୍ପତ୍ତି ଫ୍ରିଜ୍
159
VIEWS
Share on FacebookShare on Twitter

ଜୟପୁର, (ବାଘୁଆବାର୍ତ୍ତା): ଗଞ୍ଜେଇ ବ୍ୟବସାୟୀ ଜୟପୁରର ଆକବର ଓରଫ ମୁରାଦ ଖାନ୍‌ଙ୍କ ୧.୩ କୋଟି ଟଙ୍କାର ସମ୍ପତ୍ତି ଫ୍ରିଜ୍ କରାଯାଇଛି । ଏଥିରେ ରହିଛି ସ୍ଥାବର ଏବଂ ଅସ୍ଥାବର ସମ୍ପତ୍ତି ଯଥା କୋଠା, ବ୍ୟାଙ୍କ ବାଲାନ୍ସ ଏବଂ ଗାଡ଼ି। କୋଲକାତା ଏନଡିପିଏସ୍ ଅଥରିଟି ସମ୍ପତ୍ତି ଫ୍ରିଜ୍ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଅଥରିଟିଙ୍କ ବିନା ଅନୁମତିରେ ସମ୍ପତ୍ତି ଉଠାଣ, ହସ୍ତାନ୍ତର କିମ୍ବା ବ୍ୟବହାର ହୋଇପାରିବନି। ୨୦୨୧ ଜୁନ ୧୧ର ଏକ ଗଞ୍ଜେଇ ଚାଲାଣ ମାମଲାରେ ଆକବରକୁ ଗିରଫ କରାଯାଇଥିଲା। ସଦର ଥାନା ଆଇଆଇସି ଈଶ୍ୱର ତାଣ୍ଡି ଏହି ସୂଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!