Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ଜିଲ୍ଲା ଖୋ-ଖୋ ଦଳର ପୁରୀ ଗସ୍ତ

by ସଞ୍ଜୟ ସ୍ୱାଇଁ
November 12, 2022
in Nayagarh, Sports, State
ନୟାଗଡ଼ ଜିଲ୍ଲା ଖୋ-ଖୋ ଦଳର ପୁରୀ ଗସ୍ତ
273
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଆସନ୍ତା କାଲିଠାରୁ ୧୫ ତାରିଖ ପର୍ଯ୍ୟନ୍ତ ପୁରୀ ଠାରେ ରାଜ୍ୟ ଖୋ-ଖୋ ଚମ୍ପିଆନସିପ ୨୦୨୨ ଅନୁଷ୍ଠିତ ହେଉଛି । ଏଥିରେ ଭାଗନେବା ପାଇଁ ପ୍ରଦୀପ୍ତ ଚିତ୍ତରଞ୍ଜନ ସାହୁ କୋଚ ଏବଂ ନିଳକଣ୍ଠ ବେହେରା ମ୍ୟାନେଜର ଭାବେ ଯୋଗଦେବେ । ଖେଳାଳୀ ସୀତାକାନ୍ତ ପ୍ରଧାନ, ହୃଷିକେଶ ଜେନା, ସୋମନାଥ ପରିଡା, ଶୁଭମ ସଙ୍କେତ ସୁନ୍ଦରା, ରାଜେନ୍ଦ୍ର ପ୍ରଧାନ, ବିକାଶ ନାୟକ, ବିପିନ ମାଝି, ଗଣେଷ କୁମାର ଦାସ, ବାଦଲ କୁମାର ପ୍ରଧାନ, ପ୍ରଦୀପ୍ତ କୁମାର ରାଉତ, ରୁଦ୍ର ପ୍ରତାପ ମହାପାତ୍ର ଓ ପ୍ରଭାକର ଡାକୁଆ ୧୨ ଜଣିଆ ଟିମରେ ଭାଗ ନେଉଛନ୍ତି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!