Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାଟ୍ୟକାର ଗୋବିନ୍ଦ ଚନ୍ଦ୍ର ଶୂରଦେଓ ଜନ୍ମ ଜୟନ୍ତୀ ଅବସରରେ ମାଲ୍ୟାର୍ପଣ

by Anil Panda
April 12, 2020
in Lifestyle
ନାଟ୍ୟକାର ଗୋବିନ୍ଦ ଚନ୍ଦ୍ର ଶୂରଦେଓ ଜନ୍ମ ଜୟନ୍ତୀ ଅବସରରେ ମାଲ୍ୟାର୍ପଣ
38
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନାଟ୍ୟକାର ଗୋବିନ୍ଦ ଚନ୍ଦ୍ର ଶୂରଦେଓଙ୍କ ଜନ୍ମ ଜୟନ୍ତୀ ଅବସରରେ ସାହିତ୍ୟ ଓ ସଂସ୍କୃତି ପରିଷଦ ପରମ୍ପରା ଏବଂ ଗୋବିନ୍ଦ୍ର ଚନ୍ଦ୍ର ଶୂରଦେଓ କଳା ସାଂସ୍କୃତିକ ସଂଯୋଗ ପକ୍ଷରୁ ତାଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯାଇଛି । କରୋନା କାରଣକୁ ନେଇ କୈାଣସି ସାଂସ୍କୃତିକ କାର୍ଯ୍ୟକ୍ରମକୁ ବାରଣ କରାଯାଇଥିବାରୁ ଗୋବିନ୍ଦ୍ର ଚନ୍ଦ୍ର ଶୂରଦେଓଙ୍କ ନାତି ତଥା ଓଡ଼ିଶା ସାହିତ୍ୟ ଏକାଡେମୀ ସଦସ୍ୟ ନିର୍ମଳ ଚନ୍ଦ୍ର ଶୂରଦେଓ ଏବଂ ଗୋବିନ୍ଦ୍ର ଚନ୍ଦ୍ର ଶୂରଦେଓ କଳା ସାଂସ୍କୃତିକ ସଂଯୋଗ ସଂପାଦକ ନିରଞ୍ଜନ ମିଶ୍ର ଆଜି ନୟାବଡ଼ ବଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଥିବା ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରିଛନ୍ତି । ମଂଚ ନାଟକ କ୍ଷେତ୍ରରେ ଅନ୍ୟତମ ସ୍ରଷ୍ଟା ଭାବେ ପରିଚିତ ଗୋବିନ୍ଦ ଚନ୍ଦ୍ର ଶୂରଦେଓ ନୟାଗଡ଼ ମାଟି ପାଇଁ ଗର୍ବ ଓ ଗୈାରବ ବୋଲି ଅନେକ ସାହିତ୍ୟ ସଷ୍ଟ୍ରା ମତ ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!