Wednesday, April 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡିଏଭିର ଅନଲାଇନ ପାଠପଢ଼ା

by ସଞ୍ଜୟ ସ୍ୱାଇଁ
April 12, 2020
in Feature News
ଡିଏଭିର ଅନଲାଇନ ପାଠପଢ଼ା
22
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): କରୋନା ମହାମାରୀ ପାଇଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିବା ବେଳେ ନୟାଗଡ଼ ଡିଏଭ ପକ୍ଷରୁ ଅନ୍‌ଲାଇନ ଦ୍ୱାରା ଶିକ୍ଷାଦାନବ ଚାଲୁ ରହିଛି । ଡିଏଭି ଅଧ୍ୟକ୍ଷା ଡ. ସବିତା ପଣ୍ଡାଙ୍କ ତତ୍ୱାବଧାନରେ ଚାଲିଥିବା ଏହି ଶିକ୍ଷା ପ୍ରକିୟାରେ ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କ ସହ ଅଭିଭାବକଙ୍କ ଉଦ୍ୟମକୁ ଅଧ୍ୟକ୍ଷା ପ୍ରଶଂସା କରିଛନ୍ତି । ଏହାଦ୍ୱାରା ଛାତ୍ରଛାତ୍ରୀମାନେ ଘରେ ରହି ନିରାପଦରେ ଶିକ୍ଷା ଗ୍ରହଣ କରୁଥିବା ଜଣାଯାଇଛି ।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!