Wednesday, April 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବହି ଦୋକାନ ଓ ଗ୍ୟାରେଜ ଖୋଲିବାକୁ ଦାବି

by ସଞ୍ଜୟ ସ୍ୱାଇଁ
April 12, 2020
in Feature News
10
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): କରୋନା କଟକଣା ପାଇଁ ଲକ୍‌ଡାଉନ୍ କରାଯାଇଥିବା ବେଳେ ଛାତ୍ରଛାତ୍ରୀଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ସହରରେ କିଛି ବହି ଦୋକାନ ଖୋଲିବାକୁ ଦାବି ହୋଇଛି । ଛାତ୍ରଛାତ୍ରୀଙ୍କ ଖାତା, ପେନ ଏବଂ ଆବଶ୍ୟକତା ଅନୁଯାୟୀ ପୁସ୍ତକ କିଣିବା ପାଇଁ ପ୍ରଶାସନ କିଛି ବହି ଦୋକାନ ଖୋଲିବା ପାଇଁ ଅଭିଭାବକ ମହଲରୁ ଦାବି ହୋଇଛି । ଛାତ୍ରଛାତ୍ରୀମାନେ ଘରେ ରହି ପାଠପଢ଼ା କରୁଥିବାରୁ ସେମାନଙ୍କର ପାଠୂ ଉପକରଣର ଆବଶ୍ୟକତା ରହିଛୁ । ଅନ୍ୟପକ୍ଷେ, ବିଭିନ୍ନ ବିଦ୍ୟାଳୟରେ ଅନ୍‌ଲାଇନ୍ ପାଠପଢ଼ା ମଧ୍ୟ ଚାଲୁ ରହିଛି । ଯାହାକୁ ନେଇ ଜିଲ୍ଲାପାଳ କିଛି ବହି ଦୋକାନ ଖୋଲିବାକୁ ଦୃଷ୍ଟି ଦେବାକୁ ଦାବି ହେଉଛି । ସେହିଭଳି ଗ୍ୟାରେଜ ଗୁଡ଼ିକ ସଂମ୍ପୁର୍ଣ୍ଣ ବନ୍ଦ ହୋଇ ଯାଇଥିବାରୁ ଗାଡ଼ି ଚାଳକମାନେ ନାହିଁ ନଥିବା ଦୁର୍ଦ୍ଦଶା ଭୋଗୁଛନ୍ତି । ଗାଡ଼ିର ମରାମତି ପାଇଁ କିଛି ଗ୍ୟାରେଜ ଖୋଲିବା ପାଇଁ ଦାବି ହୋଇଛି ।

Leave a Reply Cancel reply

Your email address will not be published. Required fields are marked *

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!