Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗ୍ରୀଲ୍ ତାଡି ଲୁଟିନେଲେ ୩୦ ଲକ୍ଷ ଟଙ୍କାର ମୋବାଇଲ୍

by ସଞ୍ଜୟ ସ୍ୱାଇଁ
November 15, 2022
in Crime, State
ଗ୍ରୀଲ୍ ତାଡି ଲୁଟିନେଲେ ୩୦ ଲକ୍ଷ ଟଙ୍କାର ମୋବାଇଲ୍
97
VIEWS
Share on FacebookShare on Twitter

ସାନଖେମୁଣ୍ଡି, (ବାଘୁଆବାର୍ତ୍ତା): ଗ୍ରୀଲ୍ ତାଡି ୩୦ ଲକ୍ଷ ଟଙ୍କାର ମୋବାଇଲ୍ ଚୋରି । ଗଞ୍ଜାମ ଜିଲ୍ଲା ଜରଡା ଥାନା ଅନ୍ତର୍ଗତ ପାତ୍ରପୁର ବଜାରରୁ ଏହି ଚୋରି ହୋଇଛି । ଦୋକାନ ପଛପଟୁ ୩ଟି ଗ୍ରୀଲ୍ ତାଡି ୩୦ ଲକ୍ଷ ଟଙ୍କାର ମୋବାଇଲ୍ ଲୁଟିଲେ ଦୁର୍ବୃତ୍ତ । ଏହାସହ ସିସିଟିଭି କ୍ୟାମେରା ଓ ହାର୍ଡଡିସ୍କ ମଧ୍ୟ ସାଥିରେ ନେଇଯାଇଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଗଞ୍ଜାମ ଜିଲ୍ଲା ଜରଡା ଥାନା ଅନ୍ତର୍ଗତ ପାତ୍ରପୁର ବସଷ୍ଟାଣ୍ଡ ନିକଟ ମୁଖ୍ୟ ରାସ୍ତାରେ ଥିବା ଶୁଭମ୍ ଜେନେରାଲ ଷ୍ଟୋରରେ ସୋମବାର ବିଳମ୍ବିତ ରାତିରେ ବଡ ଧରଣର ଚୋରି ହୋଇଛି । ଦୋକାନ ପଛପଟୁ ୩ଟି ଗ୍ରୀଲ୍ ତାଡି ଦୁର୍ବୃତ୍ତମାନେ ସମସ୍ତ ସୋ’କେସରେ ସଜାଇ ରଖାଯାଇଥିବା ପ୍ରାୟ ୩୦ ଲକ୍ଷ ଟଙ୍କାର ମୋବାଇଲ୍ ଚୋରି କରି ନେଇଛନ୍ତି । ଏଥିସହ ସେମାନେ ସିସିଟିଭି କ୍ୟାମେରା ଓ ହାର୍ଡଡିସ୍କ ମଧ୍ୟ ସାଥିରେ ନେଇଯାଇଛନ୍ତି । ମଙ୍ଗଳବାର ଦୋକାନ ଖୋଲିବା ପରେ ମାଲିକ ଏ ସମ୍ପର୍କରେ ଜାଣିବାକୁ ପାଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!