Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭଲ ପାଠ ପଢ଼ୁଥିବା ଛାତ୍ରଛାତ୍ରୀ ଏବେ ପାଇବେ ପୁରସ୍କାର

by ସଞ୍ଜୟ ସ୍ୱାଇଁ
November 16, 2022
in Education, State
ଭଲ ପାଠ ପଢ଼ୁଥିବା ଛାତ୍ରଛାତ୍ରୀ ଏବେ ପାଇବେ ପୁରସ୍କାର
67
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ଏବେ ଭଲ ପାଠ ପଢ଼ୁଥିବା ଛାତ୍ରଛାତ୍ରୀ ପାଇବେ ପୁରସ୍କାର।ଏପରିକି ଭଲ ସ୍କୁଲ ଏବଂ ଭଲ ପାଠ ପଢ଼ାଉଥିବା ଶିକ୍ଷକ ଶିକ୍ଷୟିତ୍ରୀ ମଧ୍ୟ ପୁରସ୍କୃତ ହେବେ। ସୁରଭି ୨୦୨୨ର ଉଦଯାପନୀ ଉତ୍ସବରେ ବୁଧବାର ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଥମ ଥର ଲାଗି ରାଜ୍ୟରେ ଏମିତି ଘୋଷଣା କରାଯାଇଛି। ଏ ନେଇ ୧୦୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଏହା ଦ୍ଵାରା ପାଠପଢା ପ୍ରତି ଉଭୟ ଛାତ୍ର-ଛାତ୍ରୀ ଏବଂ ଶିକ୍ଷକଙ୍କୁ ଉତ୍ସାହିତ କରାଯାଇ ପାରିବ। ରାଜ୍ୟରେ ଶିକ୍ଷାର ମାନ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ପ୍ରୟାସ ଚଳାଇଛନ୍ତି। ୫ଟି ଉପକ୍ରମରେ ହାଇସ୍କୁଲ ଗୁଡିକର ନବୀକରଣ ଏବଂ ସୌନ୍ଦର୍ୟ୍ୟକରଣ କରାଯାଇଛି।ଏହି କ୍ରମରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ ଘୋଷଣା କରିଛନ୍ତି। ଭଲ ପାଠ ପଢ଼ୁଥିବା ଛାତ୍ରଛାତ୍ରୀଙ୍କ ସହ ଭଲ ସ୍କୁଲ ଏବଂ ଭଲ ପାଠ ପଢ଼ାଉଥିବା ଶିକ୍ଷକ ଶିକ୍ଷୟିତ୍ରୀ ମଧ୍ୟ ପୁରସ୍କାର ପାଇବେ। ସମୁଦାୟ ପୁରସ୍କାର ରାଶିର ପରିମାଣ ୧୦୦ କୋଟି ଟଙ୍କା ରଖାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!