Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଗ୍ନିକାଣ୍ଡରେ ଜଳିଗଲା ଚା’ ଦୋକାନ

by Anil Panda
April 14, 2020
in Breaking
ଅଗ୍ନିକାଣ୍ଡରେ ଜଳିଗଲା ଚା’ ଦୋକାନ
21
VIEWS
Share on FacebookShare on Twitter

ଦେଖନ୍ତୁ ଭିଡିଓ

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ସହରର ସିନ୍ଦୁରିଆ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟଠାରେ ଥିବା ଏକ ଚା ଦୋକାନରେ ଆଜି ଅଗ୍ନିକାଣ୍ଡ ଘଟି ସଂମ୍ପୁର୍ଣ୍ଣ ଜଳିଯାଇଛି । ସର୍ଟସର୍କିଟରୁ ଲାଗିଥିବା ଏହି ଅଗ୍ନିକାଣ୍ଡରେ ଦୋକାନ ଭିତରେ ଥିବା ସାମଗ୍ରୀ ଜଳି ଯାଇଥିବା ବେଳେ ସେଠାରେ ଥିବା ଏକ ଗ୍ୟାସ ଟାଙ୍କି ବିସ୍ପୋରଣ ଘଟିଥିଲା । ଖବରପାଇ ନୟାଗଡ଼ ଦମକଳ ବାହିନୀ ଘଟଣାସ୍ଥଳରେ ପହଂଚି ନିଆଁକୁ ଆୟତ କରିଛି ।

http://www.baghuabarta.com/wp-content/uploads/2020/04/VID-20200414-WA0070.mp4
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!