Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅର୍ଚ୍ଚନା ମାମଲା, ଇଡି କାର୍ଯ୍ୟାଳୟରେ ଡାକ୍ତରୀ ଟିମ, ଗିରଫ ହୋଇପାରନ୍ତି କିଏ!

by ସଞ୍ଜୟ ସ୍ୱାଇଁ
November 23, 2022
in Crime, State
ଅର୍ଚ୍ଚନା ମାମଲା, ଇଡି କାର୍ଯ୍ୟାଳୟରେ ଡାକ୍ତରୀ ଟିମ, ଗିରଫ ହୋଇପାରନ୍ତି କିଏ!
181
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବହୁ ଚର୍ଚ୍ଚିତ ଲେଡି ବ୍ଲାକ୍‌ ମେଲର୍‌ ଅର୍ଚ୍ଚନା ନାଗ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଏବେ ଜୋରଦାର ତଦନ୍ତ ଚଳାଇଛି। ଏହି ମାମଲାରେ ଅର୍ଚ୍ଚନାଙ୍କ ସହ ଲିଙ୍କ୍‌ ଥିବା ଓ ବେଆଇନ୍‌ ଅର୍ଥ କାରବାର ମାମଲାରେ ବର୍ତ୍ତମାନ ସୁଦ୍ଧା ଇଡି ଓଡ଼ିଆ ସିନେ ନିର୍ଦ୍ଦେଶକ ଅକ୍ଷୟ ପରିଜା, ପ୍ରକ୍ଷାତ ବ୍ୟବସାୟୀ ଅମିୟକାନ୍ତ ଦାସ, ଅର୍ଚ୍ଚନାଙ୍କ ସହଯୋଗୀ ଖଗେଶ୍ୱର ଓ ଶ୍ରଦ୍ଧାଞ୍ଜଳିଙ୍କୁ ଜେରା କରିସାରିଲାଣି। ଏମାନଙ୍କ ମଧ୍ୟରୁ କେହିବି ଗିରଫ ହୋଇ ପାରନ୍ତି ବୋଲି ସନ୍ଦେହ କରାଯାଉଛି।ସେଥିପାଇଁ ଗିରଫ ପୂର୍ବରୁ ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ଇଡି କାର୍ୟ୍ୟାଳୟରେ ଡାକ୍ତରୀ ଟିମ୍‌ ପହଞ୍ଚିଛନ୍ତି। ସେପଟେ ବୁଧବାର ସହୋଯୋଗୀ ଖଗେଶ୍ୱରଙ୍କର ରିମାଣ୍ଡ ଅବଧି ସରିବାକୁ ଯାଉଛି। ଆସନ୍ତାକାଲି ବା ଗୁରୁବାର ତାଙ୍କୁ ଅଦାଲତରେ ହାଜର କରାଯିବ ବୋଲି ଜଣାପଡ଼ିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!