Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଦେଶାଗତ ପକ୍ଷୀଙ୍କ ନଜରରେ ଶିକାରୀ, ୨୦ ପକ୍ଷୀ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
November 25, 2022
in Crime, State
ବିଦେଶାଗତ ପକ୍ଷୀଙ୍କ ନଜରରେ ଶିକାରୀ, ୨୦ ପକ୍ଷୀ ଉଦ୍ଧାର
119
VIEWS
Share on FacebookShare on Twitter

ବ୍ରହ୍ମଗିରି, (ବାଘୁଆବାର୍ତ୍ତା): ପୁରୀ ଜିଲ୍ଲା ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ ଘଟୁକୁଡ଼ି ଗାଁ ନିକଟ ଏକ ଗହୀରରୁ ୨୦ଟି ବିଦେଶାଗତ ପକ୍ଷୀଙ୍କ ମୃତଦେହ ଉଦ୍ଧାର କରିଛି ବନ ବିଭାଗ। ମୃତ ବିଦେଶାଗତ ପକ୍ଷୀ ମାନଙ୍କ ମଧ୍ୟରେ ଶୋଭଳର ଓ ନାର୍ଡନ ପିଣ୍ଟେଲ ପ୍ରଜାତିର ପକ୍ଷୀ ରହିଛନ୍ତି। ଶୀତଦିନରେ ଚିଲିକାକୁ ବିଦେଶାଗତ ପକ୍ଷୀମାନଙ୍କୁ ଆଗମନ ହୋଇଥାଏ। କିଛି ବିଦେଶାଗତ ପକ୍ଷୀ ବ୍ରହ୍ମଗିରିକୁ ମଧ୍ୟ ଆସିଥାନ୍ତି। ଏଥିପାଇଁ ବନ ବିଭାଗ ଏକ କ୍ୟାମ୍ପ କରି ପକ୍ଷୀମାନଙ୍କୁ ଶିକାରୀଙ୍କ କବଳରୁ ସୁରକ୍ଷା ଦେଇଥାଏ। ଆଜି ସକାଳେ ଶିକାରୀମାନେ ଘଟୁକୁଡ଼ି ଗାଁ ନିକଟ ଏକ ଗହୀରରୁ କିଛି ଶିକାରୀ ବିଦେଶାଗତ ପକ୍ଷୀଗୁଡ଼ିକୁ ଶିକାର କରି ନେଇ ଯାଉଥିବା ବନ ବିଭାଗ କୌଣସି ସୂତ୍ରରୁ ଖବର ପାଇଥିଲା। ଏହି ସମୟରେ ବ୍ରହ୍ମଗିରି ବନ ବିଭାଗ କର୍ମଚାରୀମାନେ ସେଠାରେ ପହଞ୍ଚି ଯାଇଥିଲା। ଶିକାରୀମାନେ ବନ ବିଭାଗ କର୍ମଚାରୀଙ୍କୁ ଦେଖି ଶିକାର କରିଥିବା ପକ୍ଷୀ ଗୁଡ଼ିକୁ ଛାଡ଼ି ଚମ୍ପଟ ମାରିଥିଲେ। ବନ ବିଭାଗ ୨୦ଟି ବିଦେଶାଗତ ପକ୍ଷୀଙ୍କ ମୃତଦେହ ଜବତ କରି ଘଟଣାର ତଦନ୍ତ କରୁଛି। ହେଲେ କେହି ଶିକାରୀ ବନ ବିଭାଗ ହାତରେ ପଡ଼ି ନାହାନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!