Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାର୍‌ହା ଆକ୍ରମଣ ; ୫ ଗୁରୁତର

by ସଞ୍ଜୟ ସ୍ୱାଇଁ
April 16, 2020
in Accident
ବାର୍‌ହା ଆକ୍ରମଣ ; ୫ ଗୁରୁତର
82
VIEWS
Share on FacebookShare on Twitter

ନୟାଗଡ (ବାଘୁଆବାର୍ତା); ନୟାଗଡ ଜିଲ୍ଲା ଅନ୍ତର୍ଗତ ଖଣ୍ଡପଡା ସହରରେ ଜଙ୍ଗଲି ବାର୍‌ହା ଙ୍କ ଆବିର୍ଭାବ ବଢିବାରେ ଲାଗିଛି । ଖାଦ୍ୟ ଅନ୍ୱେଷଣରେ ବାର୍‌ହା ଗୁଡିକ ଖଣ୍ଡପଡା ସହରର ପ୍ରବେଶ କରିଛନ୍ତି । ଆଜି ଭୋର ୫ ଟା ସମୟରେ ସହରର ଗଡ ଭିତର ସାହି ଓ କାଦୁଆ ସାହି ଭିତରେ ପ୍ରବେଶ କରି ୫ ଜଣଙ୍କୁ ଆହାତ କରିଛନ୍ତି । ଆହାତ ମାନେ ହେଲେ ଭଗବାନ ପଢିଆରୀ, ପ୍ରସନ୍ନ ପଟ୍ଟନାୟକ ଓ କୁନା ଦାସ । ସେମାନଙ୍କୁ ଖଣ୍ଡପଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରାଯାଇ ଚିକିତ୍ସା କରାଯାଇଛି । ଏହି ଖବର ପାଇ ସ୍ଥାନୀୟ ଅଂଚଳର ଜନସାଧାରଣ ଖଣ୍ଡପଡା ଡାକ୍ତରଖାନାରେ ରୁଣ୍ଡ ହୋଇଥିଲେ ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!