Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହକି ବିଶ୍ୱକପ ଟ୍ରଫି ଟୁରର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
December 5, 2022
in Sports, State
ହକି ବିଶ୍ୱକପ ଟ୍ରଫି ଟୁରର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
52
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଆରମ୍ଭ ହେଲା ହକି ବିଶ୍ବକପ୍ ଟ୍ରଫି ପରିକ୍ରମା ଅଭିଯାନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଫଆଇଏଚ୍ ଓଡ଼ିଶା ହକି ମେନ୍ସ ୱାର୍ଲକପ୍ ପାଇଁ ଟ୍ରଫି ଟୁରର କଲେ ଶୁଭାରମ୍ଭ । ଏହାସହ ହକି ଇଣ୍ଡିଆ ସଭାପତି ଦିଲ୍ଲୀପ ତିର୍କୀଙ୍କୁ ଟ୍ରଫି ହସ୍ତାନ୍ତର କରିଛନ୍ତି ମୁଖ୍ୟମନ୍ତ୍ରୀ ୨୧ ଦିନ ଧରି ହକି ବିଶ୍ବକପ ଟ୍ରଫି ଦେଶର ୧୩ ସହର ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ ପରିକ୍ରମା କରିବ । ପଶ୍ଚିମବଙ୍ଗ, ମଣିପୁର, ଆସାମ, ଝାଡ଼ଖଣ୍ଡ, ଉତ୍ତରପ୍ରଦେଶ, ପଞ୍ଜାବ, ହରୟାଣା, ଦିଲ୍ଲୀ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ତାମିଲନାଡୁ, କେରଳ, କର୍ଣ୍ଣାଟକ ଓ ଛତିଶଗଡ଼ ବୁଲିବ ଟ୍ରଫି । ଡିସେମ୍ବର ୨୫ରେ ଟ୍ରଫି ଦେଶ ଭ୍ରମଣ କରିବା ପରେ ଓଡ଼ିଶା ଫେରିବ । ଏହାପରେ ଓଡ଼ିଶାର ସବୁ ଜିଲ୍ଲା ପରିକ୍ରମା କରିବ ଟ୍ରଫି । ସୁନ୍ଦରଗଡ଼ର ୧୭ଟି ବ୍ଲକ୍ ବୁଲିବ ଟ୍ରଫି । ଏହି ଟ୍ରଫି ଟୁର୍ ଦେଶରେ ହକି ବିଶ୍ବକପ୍ ନେଇ ଉତ୍ସାହ ଭରିବ ବୋଲି ଆଶା ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଶ୍ବକପ୍‌ରେ ୧୬ଟି ଟିମ୍ ଅଂଶଗ୍ରହଣ କରିବେ । ଭୁବନେଶ୍ବର ଓ ରାଉରକେଲାରେ ହେବ ମ୍ୟାଚ୍ । ଟ୍ରଫି ହସ୍ତାନ୍ତର ଅବସରରେ ମନ୍ତ୍ରୀ ତୁଷାରକାନ୍ତି ବେହେରା, ହକି ଇଣ୍ଡିଆର ସାଧାରଣ ସମ୍ପାଦକ ଭୋଳାନାଥ ସିଂ, କ୍ରୀଡ଼ା ସଚିବ ଆର ଭିନିଲ କ୍ରିଷ୍ଣା, ହକି ଇଣ୍ଡିଆର କାର‌୍ୟ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ । ଜାନୁଆରୀ ୧୩ରୁ ହକି ବିଶ୍ବକପ ଆରମ୍ଭ ହେବ । ୨୩ ଜାନୁଆରୀରେ କଳିଙ୍ଗ ଷ୍ଟାଡିଅମରେ ହେବ ଖେଳାଯିବ ଫାଇନାଲ ମ୍ୟାଚ୍ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!