Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚତୁର୍ଥ ଦିନରେ ୨୪ ୟୁନିଟ୍ ରକ୍ତ ସଂଗ୍ରହ

by Anil Panda
April 18, 2020
in Feature News
ଚତୁର୍ଥ ଦିନରେ ୨୪ ୟୁନିଟ୍ ରକ୍ତ ସଂଗ୍ରହ
27
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ରକ୍ତ ଭଣ୍ଡାରରେ ନୟାଗଡ଼ ନିର୍ବାଚନ ମଣ୍ଡଳୀ ପକ୍ଷରୁ ଜୀବନବିନ୍ଦୁ ମାଧ୍ୟମରେ ରକ୍ତସଂଗ୍ରହ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଅଛି । ସ୍ଥାନୀୟ ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ନିର୍ଦ୍ଦେଶରେ ଗତ ୧୫ ତାରିଖ ଠାରୁ ଆରମ୍ଭ ହୋଇଥିବା ଏହି ରକ୍ତ ସଂଗ୍ରହ ପ୍ରକ୍ରିୟା ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ପ୍ରତ୍ୟେକ ଦିନ ଜୀବନବିନ୍ଦୁ ମାଧ୍ୟମରେ ଏହି ରକ୍ତସଂଗ୍ରହ କାର୍ଯ୍ୟକ୍ରମ ଚାଲୁ ରହିବ । ଆଜି ଚତୁର୍ଥ ଦିବସରେ ମୁଥାଗାଡ଼ିଆ ପଞ୍ଚାୟତ ପକ୍ଷରୁ ୮ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ନବଘନପୁର ପଞ୍ଚାୟତ ପକ୍ଷରୁ ୮ ୟୁନିଟ୍ ଓ ଲେଙ୍କୁଡ଼ିପଡ଼ା ପଞ୍ଚାୟତ ପକ୍ଷରୁ ୬ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ଅନ୍ୟାନ ପକ୍ଷରୁ ୨ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି । ଆଜିର କାର୍ଯ୍ୟକ୍ରମରେ ମୋଟ ୨୪ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି । ବିଜୁ ଯୁବବାହିନୀ, ଛାତ୍ରବିଜେଡି, ଯୁବ ବିଜେଡିମାନଙ୍କ ମିଳିତ ଉଦ୍ୟମରେ ଏହି ରକ୍ତଦାନ ସଂଗ୍ରହ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଅଛି । ସମାଜସେବୀ ନିରଞ୍ଜନ ବିଧାର, ପୂର୍ଣ୍ଣଚନ୍ଦ୍ର ନାୟକ, ଅଜିତ୍‌ପ୍ରସାଦ ସାହୁ, ବିଜୁ ଯୁବବାହିନୀର ଜିଲ୍ଲା ସଂଯୋଜକ ଦୁର୍ଯ୍ୟୋଧନ ବେହେରା, ବ୍ଲକ୍ ସଂଯୋଜକ ମନୋଜ କୁମାର ପ୍ରଧାନ, ଯୁବ ବିଜେଡି ପକ୍ଷରୁ ରମେଶ କୁମାର ସାହୁ, ବ୍ଲକ୍ ଉପାଧ୍ୟକ୍ଷ ସୁବାଷ କହଁର, ଶ୍ରମିକ ନେତା ଶ୍ରୀକାନ୍ତ ପଟ୍ଟନାୟକ, ପୂର୍ବତନ ନଗରପାଳ ଗୁରୁପ୍ରସାଦ ଜେନା, ପ୍ରମୁଖ ଯୋଗଦେଇ ଏହି ରକ୍ତଦାନ କାର୍ଯ୍ୟକ୍ରମକୁ ପରିଚାଳନ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!