Wednesday, July 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ମୁଖ୍ୟ ଚିକିତ୍ସାଳୟରେ ଟିବି ତାଲିମ ଶିବିର ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
December 9, 2022
in Health, Nayagarh, State
ନୟାଗଡ଼ ମୁଖ୍ୟ ଚିକିତ୍ସାଳୟରେ ଟିବି ତାଲିମ ଶିବିର ଅନୁଷ୍ଠିତ
120
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଆୟୁଷ ଡାକ୍ତର, ଫାର୍ମାସିଷ୍ଟ ଓ ଏନଆରସି କାଉନସିଲରଙ୍କ ନିମନ୍ତେ ଏକ ତାଲିମି କାଯ୍ୟକ୍ରମ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧକାରୀ ବୈଠକ ଗୃହରେ ଅନୁଷ୍ଠିତ ହୋଇଯାଇଅଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଅଧିକାରୀ ଡ. ମକରନ୍ଦ ବେଉରା ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ । ଜିଲା ଯକ୍ଷ୍ମା ଅଧିକାରୀ ଡ.ଶରତ ଦାସଙ୍କ ତତ୍ତ୍ୱାବଧାନରେ ଏହି କାଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ରୁଦ୍ର ପ୍ରସାଦ ଜେନା ମୁଖ୍ୟ ପ୍ରଶିକ୍ଷଭାବେ ତାଲିମ ଦେଇଥିଲେ। ଔଷଧ ସେବନ ପ୍ରଣାଳୀ ,ଏଥି ସହିତ ନିୟମିତ ଔଷଧ ସେବନ ଦ୍ବାରା ଟିବି ରୋଗ ନିୟନ୍ତ୍ରଣ ହୋଇପାରିବ ବୋଲି ପ୍ରକାଶ ପାଇଥିଲା । ଏହି କାର୍ଯ୍ୟକ୍ରମକୁ ଦିଲ୍ଲୀପ ପ୍ରଧାନ, ଦୀପକ ଦଳବେହେରା ଓ ବିଶ୍ୱରଂଜନ ଦଳେଇ ପ୍ରମୁଖ ଶିବିରକୁ ପରିଚାଳନା କରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!