Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଲଟିଲା ଗ୍ୟାସ ଟ୍ୟାଙ୍କର

by ସଞ୍ଜୟ ସ୍ୱାଇଁ
April 19, 2020
in Accident, Breaking
ଓଲଟିଲା ଗ୍ୟାସ ଟ୍ୟାଙ୍କର
17
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା) : ଆଜି ଏକ ଗ୍ୟାସ ଭର୍ତ୍ତି ଟ୍ୟାଙ୍କର ବ୍ରହ୍ମପୁର ରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ଖୋର୍ଦ୍ଧା ଜିଲ୍ଲା ନାଚୁଣି ଫାଣ୍ଡି ନିକଟରେ ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ଚଢି ଲେଉଟି ପଡିଥିଲା। ଯାହାଦ୍ୱାରା ଟ୍ୟାଙ୍କର ରେ ଥିବା ଡ୍ରାଇଭର ଓ ହେଲଫର ଦୁଇ ଜଣ ଆହତ ହୋଇଛନ୍ତି। ଖବର ପାଇ ଘଟଣା ସ୍ଥଳରେ ଗଙ୍ଗାଧର ପୁର ଅଗ୍ନିଶମ ବାହିନୀ ଓ ପରେ ପରେ ବାଲୁଗାଁ ଥାନା ଅଧିକାରୀ ପହଞ୍ଚି ଉଦ୍ଧାର କରିବା ସହ ଆହତ ଦୁଇ ଜଣକୁ ଟାଙ୍ଗି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପଠାଇ ତଦନ୍ତ ଜାରିରଖିଛନ୍ତି। ତେବେ ଟ୍ୟାଙ୍କରରୁ ଗ୍ୟାସ ଲିକ ହୋଇନଥିବାରୁ ଏକ ବଡ଼ ଅଘଟଣ ଟଳି ଯାଇଛି ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!