Thursday, April 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗ୍ରାମୀଣ ଆଇନ୍ ସଚେତନତା କର୍ମୀଙ୍କ ମାସ୍କ ବଣ୍ଟନ

by ସଞ୍ଜୟ ସ୍ୱାଇଁ
April 20, 2020
in Feature News
ଗ୍ରାମୀଣ ଆଇନ୍ ସଚେତନତା କର୍ମୀଙ୍କ ମାସ୍କ ବଣ୍ଟନ
27
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଆଇନ୍‌ସେବା ପ୍ରାଧିକରଣ ଅଧିନରେ କାର୍ଯ୍ୟରତ ଗ୍ରାମୀଣ ଆଇନ୍ ସଚେତନତା କର୍ମୀଙ୍କ ଦ୍ୱାରା ନୟାଗଡ଼ ବସ୍‌ଷ୍ଟାଣ୍ଡ ଠାରେ ମାସ୍କ ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମ କରାଯାଇଛି । ଆଜି ୧୧ଘଟିକା ସମୟରେ ଅନୁଷ୍ଠାନର କର୍ମକର୍ତ୍ତାମାନେ ନୟାଗଡ଼ ବସ୍‌ଷ୍ଟାଣ୍ଡରେ ପହଞ୍ଚି ଜନସାଧାରଣଙ୍କୁ ମାସ୍କ ବାଣ୍ଟିବା ସହିତ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରାଇଥିଲେ । କରୋନାକୁ ନେଇ ସମଗ୍ର ବିଶ୍ୱରେ ଭୟର ବାତାବରଣ ଦେଖାଦେଇଥିବା ବେଳେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ କରାଯାଉଛି । ନୟାଗଡ଼ ପୋଲିସ୍‌ର ସହଯୋଗରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଆଇନ୍ ସଚେତନତା କର୍ମୀ ପ୍ରଫୁଲ୍ଲ କୁମାର ବେହେରା, ଅମିତା ପ୍ରଧାନ, ଦେବାଶିଷ ପଟ୍ଟନାୟକ, ଲିପ୍‌ସା ଦାସ, ନବକିଶୋର ସାଥୁଆ, ମାନସରଞ୍ଜନ ବଳବନ୍ତରାୟ, ଅର୍ଚ୍ଚିତା ଆଦ୍ୟାସା, ମମତା ବେହେରା, ଅର୍ପିତା ମହାପାତ୍ର, ପ୍ରମୋଦ କୁମାର ମହାନ୍ତି ପ୍ରମୁଖ ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବର୍ଗର ଲୋକଙ୍କୁ ୨୦୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ମାସ୍କ ବଣ୍ଟନ କରିଥିଲେ ।

Leave a Reply Cancel reply

Your email address will not be published. Required fields are marked *

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!