Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା

by ସଞ୍ଜୟ ସ୍ୱାଇଁ
December 17, 2022
in Crime, State
ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା
121
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଅର୍ଚ୍ଚନା ନାଗ ଗିରଫ ମାମଲା । ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ତୃତୀୟ ଥର ପାଇଁ ହାଜର ହୋଇଛନ୍ତି ଶ୍ରଦ୍ଧାଞ୍ଜଳି ବେହେରା । ହାଜର ହେବା ପାଇଁ ନୋଟିସ କରିଥିଲା ଇଡି । ଖବର ଅନୁଯାୟୀ, ଅର୍ଚ୍ଚନା ନାଗ ଆର୍ଥିକ କାରବାରର ତନାଘନା କରୁଛି ଇଡି । ଏହିକ୍ରମରେ ଶ୍ରଦ୍ଧାଞ୍ଜଳି ବେହେରାଙ୍କୁ ହାଜର ହେବା ପାଇଁ ନୋଟିସ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ହାଇକୋର୍ଟର ଅର୍ଚ୍ଚନା ଆଗୁଆ ଜାମିନ୍ ଆବେଦନ କରିଥିଲେ । ହେଲେ ମାନ୍ୟବର କୋର୍ଟ ମାମଲାର ଶୁଣାଣି କରି ଅର୍ଚ୍ଚନାଙ୍କ ଆଗୁଆ ଜାମିନ୍ ଆବେଦନକୁ ଖାରଜ କରିଥିଲେ । ଏହାସହିତ ତଦନ୍ତରେ ଇଡିକୁ ସହଯୋଗ କରିବାକୁ ନିର୍ଦ୍ଦେଶ ମଧ୍ୟ ଦେଇଥିଲେ ହାଇକୋର୍ଟ । ଶେଷରେ ଶନିବାର ଦିନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଫିସରେ ହାଜର ହୋଇଛନ୍ତି ଶ୍ରଦ୍ଧାଞ୍ଜଳି । ପୂର୍ବରୁ ଅର୍ଚ୍ଚନା ନାଗ ଓ ତାଙ୍କ ସ୍ୱାମୀ ଜଗବନ୍ଧୁଙ୍କୁ ଗିରଫ କରିସାରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଏବେ ଆଗକୁ କାହା ପାଳି ତାହା ଦେଖିବାକୁ ବାକି ରହିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!