Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶୁଭମ ମେମୋରିଆଲ ଭଲି ଟୁର୍ଣ୍ଣାମେଣ୍ଟ ଉଦଘାଟିତ, ୨୩ ରେ ଫାଇନାଲ

by ସଞ୍ଜୟ ସ୍ୱାଇଁ
December 17, 2022
in Nayagarh, Sports, State
ଶୁଭମ ମେମୋରିଆଲ ଭଲି ଟୁର୍ଣ୍ଣାମେଣ୍ଟ ଉଦଘାଟିତ, ୨୩ ରେ ଫାଇନାଲ
165
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ମା ଦକ୍ଷିଣକାଳୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଆନୁକୂଲ୍ୟରେ ଆୟୋଜିତ ସପ୍ତାହ ବ୍ୟାପି ୩ୟ ଶୁଭମ ମେମୋରିଆଲ ଭଲି ଟୁର୍ଣ୍ଣାମେଣ୍ଟକୁ ଗତକାଲି ସନ୍ଧ୍ୟାରେ ସମାଜସେବୀ ପ୍ରମୋଦ ପଟ୍ଟନାୟକ ଉଦଘାଟନ କରିଛନ୍ତି । ମା ଦକ୍ଷିଣକାଳୀ ପଡିଆରେ ଅନୁଷ୍ଠିତ ଉକ୍ତ ଟୁର୍ଣ୍ଣାମେଣ୍ଟରେ ଜିଲ୍ଲାର ବିଭିନ୍ନ ସ୍ଥାନରୁ ୧୬ଟି ଦଳ ଅଂଶ ଗ୍ରହଣ କରିବେ ବୋଲି ଆୟୋଜକ ରାଜା ପଟ୍ଟନାୟକ ଏବଂ ମାନସ ପ୍ରିତମ ସୁଚନା ଦେଇଛନ୍ତି । ଆଗାମୀ ୨୩ ତାରିଖ ଦିନ ଫାଇନାଲ ମ୍ୟାଚ ହେବ ବୋଲି ଜଣା ପଡିଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!