Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଶା କର୍ମୀଙ୍କୁ ଗରମ ପେଜ ମାଡ଼

by Anil Panda
April 20, 2020
in Breaking, Crime
ଆଶା କର୍ମୀଙ୍କୁ ଗରମ ପେଜ ମାଡ଼
111
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ ଅନ୍ତର୍ଗତ ବାଣିଗୋଚ୍ଛା ଥାନା ନୂଆଗାଁ ପଂଚାୟତର ଗେନେଗେଣ୍ଡା ଗ୍ରାମରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି । ଗ୍ରାମରେ କାର୍ଯ୍ୟରତ ଆଶାକର୍ମୀ ମାଧୁରୀ ନାୟକ ଲୋକଙ୍କୁ କରୋନା ସଚେତନତା କରୁଥିବା ବେଳେ କିଛି ଅସାମାଜିକ ବ୍ୟକ୍ତି ତାଙ୍କୁ ଗରମ ପେଜ ମାଡ଼ କରିଛନ୍ତି । ଏଥିରେ ମାଧୁରୀଙ୍କ ମୁହଁର ବିଭିନ୍ନ ସ୍ଥାନରେ କ୍ଷତ ସୃଷ୍ଟି ହୋଇଥିବା ବେଳେ ତାଙ୍କୁ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତୀ କରାଯାଇଛି । ଖବରପାଇ ଡାକ୍ତରଖାନାରେ ଦଶପଲ୍ଲା ବିଡିଓ ଦେବୀ ପ୍ରସାଦ ମହାନ୍ତି ପହଂଚି ଘଟଣାର ଅନୁସନ୍ଧାନ କରିଥିବା ବେଳେ ବାଣିଗୋଚ୍ଛା ପୁଲିସ ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଥିବା ଜଣାଯାଇଛି । ଅନ୍ୟପକ୍ଷେ, ଏହି କାଣ୍ଡ ଘଟାଇଥିବା ଅନେକ ଅସାମାଜିକ ବ୍ୟକ୍ତି ଗ୍ରାମରୁ ଫେରାର ହୋଇଯାଇଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!