Friday, April 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ରାଉନ୍ ସୁଗାର ଜବତ, ୨ ଗିରଫ

by Anil Panda
April 20, 2020
in Breaking, Crime
ବ୍ରାଉନ୍ ସୁଗାର ଜବତ, ୨ ଗିରଫ
30
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ ସହରରେ ନିଶା କାରବାର ଦିନକୁ ଦିନକୁ ଦିନ ବଢ଼ିବାରେ ଲାଗିଛି । ବିଭିନ୍ନ ସମୟରେ ଏ ସମ୍ବନ୍ଧରେ ଖବର ପ୍ରକାଶ ପାଇ ଆସୁଅଛି । ଯାହାକୁ ନେଇ ନୟାଗଡ଼ ଟାଉନ୍ ଥାନା ପକ୍ଷରୁ ଚଢ଼ାଉ କରାଯାଇ ସିନ୍ଦୁରିଆ ବଡ଼ ମସ୍‌ଜିଦ୍ ସାହିର ଫିରୋଜ୍ ମଲ୍ଲିକଙ୍କ ଘରେ ଚଢାଉ କରାଯାଇ ବ୍ରାଉନ୍ ସୁଗାର ଜବତ କରାଯାଇଛି । ବ୍ରାଉନ୍ ସୁଗାର ପାଇଁ ଆସିଥିବା ନୟାଗଡ଼ ନିକଟସ୍ଥ ଧବଳେଇ ଗ୍ରାମର ଉମାକାନ୍ତ ନାୟକଙ୍କୁ ପୁଲିସ ଅଟକାଇ ରଖିଛି । ନୟାଗଡ ଟାଉନ୍ ଥାନା ପକ୍ଷରୁ ୬୯/୨୦ରେ ମାମଲା ରୁଜୁ କରାଯାଇ ଫିରୋଜ ମଲ୍ଲିକ ଏବଂ ଉମାକାନ୍ତ ନାୟକଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!