Monday, June 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଫେସର, ଅଧ୍ୟାପକ ଓ ଶିକ୍ଷାବିତ୍‌ଙ୍କ କରୋନା ସଚେତନତା ବାର୍ତ୍ତା

by ସଞ୍ଜୟ ସ୍ୱାଇଁ
April 21, 2020
in Health, Nayagarh, State
ପ୍ରଫେସର, ଅଧ୍ୟାପକ ଓ ଶିକ୍ଷାବିତ୍‌ଙ୍କ କରୋନା ସଚେତନତା ବାର୍ତ୍ତା
25
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ସାରା ରାଜ୍ୟରେ କରୋନା ସଚେତନତା ପାଇଁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ପାଳନ କରାଯାଉଥିବା ବେଳେ ଡ. ସ୍ମୃତିରଞ୍ଜନ ଦାସଙ୍କ ସଙ୍ଗୀତ ଗାନ କରି ସଚେତନତା ବାର୍ତ୍ତା ଦେଇଛନ୍ତି । ସେହିପରି ବାରିପଦା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ସହକାରୀ ପ୍ରଫେସର ତଥା ମୁକ୍ତ ଶାଖା ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପକ ରଶ୍ମିରଞ୍ଜନ ଦାସ ଏବଂ ଗୁରୁ ହରେକୃଷ୍ଣ ବେହେରା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ସୁଦର୍ଶନ ଦାସ ଗୀତ ରଚନା କରି କରେନା ସଚେତନତା ଉପରେ ବାର୍ତ୍ତା ଦେଇଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!