Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହକି ବିଶ୍ୱକପ ପାଇଁ ୪ ଓଏଏସ ଅଫିସରଙ୍କୁ ମିଳିଲା ଗୁରୁଦାୟିତ୍ୱ

by ସଞ୍ଜୟ ସ୍ୱାଇଁ
December 22, 2022
in Sports, State
ହକି ବିଶ୍ୱକପ ପାଇଁ ୪ ଓଏଏସ ଅଫିସରଙ୍କୁ ମିଳିଲା ଗୁରୁଦାୟିତ୍ୱ
121
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଗକୁ ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି ହକି ମହାକୁମ୍ଭ । ଯାହାପାଇଁ ରାଜ୍ୟ ସରକାରଙ୍କ ଆଖିରୁ ନିଦ ହଜିଯାଇଛି । ସୁରକ୍ଷା ବ୍ୟବସ୍ଥା ଠାରୁ ଆରମ୍ଭ କରି ଷ୍ଟାଡିୟମ ପର‌୍ୟ୍ୟନ୍ତ ସମସ୍ତଙ୍କ କାର‌୍ୟ୍ୟକୁ ତ୍ୱରାନ୍ୱିତ କରାଯାଉଛି । ସେପଟେ ରାଜ୍ୟ ସରକାର ହକି ପାଇଁ ୪ଜଣ ଓଏଏସଙ୍କୁ ଦାୟିତ୍ୱ ଦିଆଯାଇଛି । ହକି ବିଶ୍ୱକପ ପାଇଁ ୪ଜଣ ଓଏଏସ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି । କିପରି ସଠିକ ଭାବରେ ହକି ବିଶ୍ୱକପର ଦାୟିତ୍ୱ ପରିଚାଳନା ହୋଇ ପାରିବ ସେଥିପାଇଁ ସରକାର ଏହି ଦାୟିତ୍ୱ ବାଣ୍ଟିଛନ୍ତି ।ତେବେ ଏହି ୪ଜଣ ଅଫିସା ହେଉଛନ୍ତି ବାଦଲ କୁମାର ମହାନ୍ତି, ସମ୍ବିତ କୁମାର ଗଡନାୟକ,ଯୋଗେନ୍ଦ୍ର ମାଝି ଆଉ ଶାଶ୍ୱତ ପ୍ରଧାନ । ଏହା ପାଇଁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!