Sunday, June 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଶା କର୍ମିଙ୍କ ଉପରେ ଗରମ ପେଜ ମାଡ଼ ଘଟଣା: ଅଭିଯୁକ୍ତ ଗିରଫ

by Anil Panda
April 22, 2020
in Crime
ଆଶା କର୍ମୀଙ୍କୁ ଗରମ ପେଜ ମାଡ଼
25
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): କରୋନା ସଂକ୍ରମିତ ସଚେତନତା ସମୟରେ ଦଶପଲ୍ଲା ବ୍ଲକ ଅନ୍ତର୍ଗତ ନୂଆଗାଁ ପଂଚାୟତର ଗେନେଗେଣ୍ଡା ଗ୍ରାମରେ କାର୍ଯ୍ୟରତ ଆଶା କର୍ମି ମାଧୁରୀ ନାୟକଙ୍କ ଉପରକୁ ତତଲା ପେଜ ଢାଳିବା ଘଟଣାରେ ମୁଖ୍ୟ ଅଭିଯୁକ୍ତ ମନୁ ନାୟକଙ୍କୁ ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ଆଶାକର୍ମି ମାଧୁରୀ କରୋନା ସଂକ୍ରମଣ ସମ୍ପର୍କରେ ଗ୍ରାମରେ ଲୋକଙ୍କୁ ସଚେତନତା କରିବା ପାଇଁ ଯାଇଥିବା ବେଳେ ପୂର୍ବ ଶତୃତାକୁ କେନ୍ଦ୍ର କରି ମନୁଙ୍କ ସହ ପାଟିତୁଣ୍ଡ ହୋଇଥିଲା । ଏଥିରେ ଉତ୍‌କ୍ଷିପ୍ତ ହୋଇ ମନୁ ତାଙ୍କ ଉପରକୁ ତତଲା ପେଜ ଢାଳି ଦେଇଥିଲେ । ମନୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇ ଥିବା ବେଳେ ଏହାର ତଦନ୍ତ ଚାଲିଥିବା ବାଣିଗୋଛା ଥାନା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ପଟ୍ଟାୟତ କହିଛନ୍ତି । ଏପଟେ ସଂପୃକ୍ତ ଆଶାକର୍ମିଙ୍କୁ ନୟାଗଡ ଜିଲ୍ଲା ସ୍ୱାସ୍ଥ୍ୟକେନ୍ଦ୍ରରେ ଗୁରୁତର ଅବସ୍ଥାରେ ଚିକିତ୍ସ କରାଯାଉଥିବା ଜଣାପଡିଛି । ସଂପୃକ୍ତ ଆସାମୀ ଜେଲ୍ ହାଜତରେ ଅଛନ୍ତି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!