Sunday, June 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡମସାହିରେ ୨୦ ୟୁନିଟ ରକ୍ତ ସଂଗ୍ରହ

by Anil Panda
April 22, 2020
in Breaking, Health
ଡମସାହିରେ ୨୦ ୟୁନିଟ ରକ୍ତ ସଂଗ୍ରହ
14
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ରଣପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଡମସାହିଠାରେ ଜୀବନ ବିନ୍ଦୁ ପକ୍ଷରୁ ଆୟୋଜିତ ରକ୍ତଦାନ ଶିବିରରେ ଆଜି ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି । ରଣପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ସତ୍ୟନାରାୟଣ ପ୍ରଧାନ ଏହି ରକ୍ତଦାନ ଶିବିରରେ ପହଂଚି ରକ୍ତଦାତାଙ୍କୁ ଉତ୍ସାହିତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ପଂଚାୟ ଜନପ୍ରତିନିଧି ଏବଂ ଉତ୍ସାହି ଯୁବକମାନେ ସହଯୋଗ କରିଥିବା ବେଳେ ନୟାଗଡ଼ ରକ୍ତ ଭଣ୍ଡାର କର୍ମଚାରୀମାନେ ପହଂଚି ରକ୍ତ ସଂଗ୍ରହ କରିଛନ୍ତି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!