Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୁବନେଶ୍ୱର ଏୟାରପୋର୍ଟରେ ବୋମା ଆତଙ୍କ

by ସଞ୍ଜୟ ସ୍ୱାଇଁ
December 28, 2022
in Crime, State
ଭୁବନେଶ୍ୱର ଏୟାରପୋର୍ଟରେ ବୋମା ଆତଙ୍କ
142
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭୁବନେଶ୍ୱର ବିମାନବନ୍ଦରରେ ବୋମା ଆତଙ୍କ । ଏୟାରପୋର୍ଟରେ ଥିବା କାର୍ଗୋ ଟର୍ମିନାଲରେ ଏହି ବୋମା ଆତଙ୍କ ଦେଖାଦେଇଛି । ଯାହାପରେ ବମ୍ ସ୍କ୍ୱାର୍ଡ ଏବଂ ସୁରକ୍ଷାବାହିନୀ ଘଟଣାସ୍ଥଳରେ ପହଞ୍ଚି ବୋମାକୁ ନିଷ୍କ୍ରିୟ କରିବାକୁ ଉଦ୍ୟମ ଜାରି ରହିଛି । ବୁଧବାର ଦିନ ଅପରାହ୍ନ ସମୟରେ ଭୁବନେଶ୍ୱର ବିମାନବନ୍ଦରକୁ ପାର୍ସଲରେ ଏକ ବୋମା ଆସିଥିବା ସୂଚନା ମିଳିଥିଲା । ଏହାପରେ ତୁରନ୍ତ ସୁରକ୍ଷାକର୍ମୀଙ୍କୁ ସଜାଗ କରାଯାଇଥିଲା । ବୋମା ଖବର ପାଇ ସଙ୍ଗେ ସଙ୍ଗେ ବିମାନବନ୍ଦରର କାର୍ଗୋ ଟର୍ମିନାଲକୁ ଡଟ୍ ସ୍କ୍ୱାର୍ଡ ଓ ବମ୍ ସ୍କ୍ୱାର୍ଡକୁ ପଠାଯାଇଥିଲା । ଉଭୟ ଟିମ୍ ଘଟଣାସ୍ଥଳରେ ପହଞ୍ଚି ବୋମାକୁ ନିଷ୍କ୍ରିୟ ପାଇଁ ଉଦ୍ୟମ ଜାରି ରଖିଛନ୍ତି । ସେପଟେ ବିମାନବନ୍ଦର ପରିସର ଓ ବାହାର ସୁରକ୍ଷା ବ୍ୟବସ୍ଥାକୁ ବଢାଯାଇଛି । ସୂଚନାଯୋଗ୍ୟ ଯେ, ଆସନ୍ତାବର୍ଷ ମାନେ ୨୦୨୩, ଜାନୁଆରୀ ମାସ ୧୩ ତାରିଖରୁ ଭୁବନେଶ୍ୱର ଓ ରାଉରକେଲାରେ ହକି ବିଶ୍ୱକପ୍‌ର ଆୟୋଜନ ହେବ । ଯାହା ଜାନୁରୀ ୨୯ ପର‌୍ୟ୍ୟନ୍ତ ଚାଲିବ । ମୋଟ ୧୬ ଦିନ ଚାଲିବ ହକି ମହାକୁମ୍ଭ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!