Monday, June 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୋ ପଂଚାୟତରେ କରୋନାକୁ ପଶିବାକୁ ଦେବି ନାହିଁ

by ସଞ୍ଜୟ ସ୍ୱାଇଁ
April 22, 2020
in Breaking, Health
ମୋ ପଂଚାୟତରେ କରୋନାକୁ ପଶିବାକୁ ଦେବି ନାହିଁ
25
VIEWS
Share on FacebookShare on Twitter

ସରପଂଚ କଲେ ଶପଥ ପାଠ

ନୟାଗଡ଼, (ବାଘୁଆବାର୍ତ୍ତା) : ମୁଖ୍ୟମନ୍ତ୍ରୀ ନବନ ପଟ୍ଟନାୟକ ଆଜି ରାଜ୍ୟର ସମସ୍ତ ପଂଚାୟତ ସରପଂଚଙ୍କ ସହ ଭିଡିଓ କନଫରେସିଂ ଜରିଆରେ ଆଲୋଚନା କରିବା ସହ ଶପଥ ପାଠ କରାଇଛନ୍ତି । ଏହି ପ୍ରରିପ୍ରେକ୍ଷିରେ ନୟାଗଡ଼ ଜିଲ୍ଲାର ସମସ୍ତ ବ୍ଲକରୁ ଭିସି ମାଧ୍ୟମରେ ସରପଂଚମାନେ ଶପଥ ପାଠ କରିଛନ୍ତି । ମୁଁ ଶପଥ କରି କହୁଅଛି ଯେ, ପଂଚାୟତରେ କରୋନାକୁ ରୋକିବା ପାଇଁ, ମୋତେ ଦିଆଯାଇଥିବା ଦାୟିତ୍ୱ, ଲୋକଙ୍କ ପାଇଁ ନିଷ୍ଠାର ସହ ପାଳନ କରିବି । ଅନ୍ୟ ରାଜ୍ୟରୁ, ଗାଁକୁ ଆସୁଥିବା ଲୋକମାନଙ୍କୁ କ୍ୱାରେଣ୍ଟାଇନରେ ରଖିବି । ସେମାନଙ୍କ ରହିବା, ଖାଇବା ଓ ଚିକିତ୍ସାର, ଉଚିତ ବ୍ୟବସ୍ଥା କରିବି । କରୋନା ରୋକିବା ପାଇଁ, ସରକାରଙ୍କ ସବୁ ପଦକ୍ଷେପକୁ, ମୋ ପଂଚାୟତର ଭାଇଭଉଣୀ ମାନଙ୍କ ମଙ୍ଗଳ ପାଇଁ, କଡ଼ାକଡ଼ି ଭାବରେ ପାଳନ କରିବି । ମୋ ପଂଚାୟତରେ, କରୋନାକୁ ପଶିବାକୁ ଦେବି ନାହିଁ ବୋଲି ଆଜି ସରପଂଚମାନେ ଶପଥ ଗ୍ରହଣ କରିଛନ୍ତି । ଏହି ଅବସରରେ ଆଜି ନୟାଗଡ଼ ଉପଜିଲ୍ଲାପାଳ ଲଗ୍ନଜିତ ରାଉତ ଦଶପଲ୍ଲା ବ୍ଲକରେ ଅନୁଷ୍ଠିତ ଭିସିରେ ଯୋଗ ଦେବା ସହ ଦଶପଲ୍ଲା ଏନ୍‌ଏସିର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏନ୍‌ଏସି ପକ୍ଷରୁ ଦିଆଯାଉଥିବା ରନ୍ଧା ଖାଦ୍ୟ ବଣ୍ଟନ ବୁଲି ଦେଖିବା ସହ କରୋନା ମୁକାବିଲା ନିମନ୍ତେ ଆଲୋଚନା କରିଥିଲେ । ଏହି କାର୍ଯ୍ୟକ୍ରମରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଉପସ୍ଥିତ ରହିଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!