Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଧା ହେଲେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
December 31, 2022
in Crime, State
ବନ୍ଧା ହେଲେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ
93
VIEWS
Share on FacebookShare on Twitter

ଭବାନୀପାଟଣା, (ବାଘୁଆବାର୍ତ୍ତା): ଭବାନୀପାଟଣା ମୁନିସିପାଲିଟି ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସମୀର ଠାକୁର ଗିରଫ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଘରେ ରେଡ୍ ପରେ ଗିରଫ ହୋଇଥିଲେ ସମୀର ଠାକୁର । ତାଙ୍କୁ କୋର୍ଟ ଚାଲାଣ କରାଯାଇଛି । ସମୀର ଠାକୁରଙ୍କର ପ୍ରବଳ ସମ୍ପତ୍ତି । ଭବାନୀପାଟଣାରେ ବାବୁଙ୍କ ନାଁରେ ରହିଛି ୩ଟି ପ୍ଲଟ୍ । ଗୋଟେ ତିନିମହଲା ବିଲଡ଼ିଂ, ଗୋଟିଏ ଦୁଇମହଲା କୋଠା ରହିଛି । ଏହାସହ ୫୨ ଲକ୍ଷ ୫୬ ହଜାର ଟଙ୍କାର ବ୍ୟାଙ୍କ ଓ ବୀମା ଜମା ରହିଛି ସମୀର ଠାକୁରଙ୍କ ନାଁରେ । ଘରୁ ନଗଦ ୪୯ ହଜାର ୧୬୩ ଟଙ୍କା ସହ ୨୫୦ଗ୍ରାମ୍ ସୁନା ଗହଣା ଓ ୯୩୦ ଗ୍ରାମ ରୁପା ଠାବ ହୋଇଛି । ୮ଲକ୍ଷ ୫୭ ହଜାର ଟଙ୍କାର ଗୋଟିଏ ୪ଚକିଆ ଜବତ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ଭାବନୀପାଟଣାର ୪ଟି ସ୍ଥାନରେ ରେଡ୍ କରିଥିଲା ଭିଜିଲାନ୍ସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!