Sunday, June 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଶ୍ୱକପ ହକି ଉପଲକ୍ଷେ ଭଦ୍ରକ ବ୍ଲକ ସ୍ତରୀୟ ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
January 7, 2023
in Sports, State
ବିଶ୍ୱକପ ହକି ଉପଲକ୍ଷେ ଭଦ୍ରକ ବ୍ଲକ ସ୍ତରୀୟ ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ
133
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଚାଲିଛି ହକି ବିଶ୍ୱକପ ଫିବର୍, ସବୁଠି ଏବେ ହକିର ମହୋଲ୍, ସାରା ରାଜ୍ୟ ଏବେ ଚଳଚଞ୍ଚଳ ହକି ପାଇଁ। ଆଜି ଭଦ୍ରକ ବ୍ଲକ ଓଲଙ୍ଗ ଗ୍ରାମ ପଞ୍ଚାୟତର ଓଲଙ୍ଗ ମିନି ଷ୍ଟାଡିୟମଠାରେ ବିଶ୍ଵକପ ହକି ଉପଲକ୍ଷେ ଭଦ୍ରକ ବ୍ଲକ ସ୍ତରୀୟ ବାର୍ଷିକ କ୍ରୀଡା ଅନୁଷ୍ଟିତ ହେଉଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଧାୟକ ଭଦ୍ରକ ସଞ୍ଜୀବ କୁମାର ମଲ୍ଲିକ, ପୂର୍ବତନ ବିଧାୟକ ଧାମନଗର ଶ୍ରୀଯୁକ୍ତ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଉର୍ମିଳା ନାୟକ, ଭଦ୍ରକ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ସୀତାକାନ୍ତ ରାଉତ, ଫେକର ବେଦାନ୍ତ କମ୍ପାନୀ ସିଇଓ ଶ୍ରୀଯୁକ୍ତ ବଳବନ୍ତ ସିଂ ରାଠୋଡ଼, ଜୋନ ନଂ ୨୫ ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ପ୍ରତିମା ଜେନା, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଶ୍ରୀଯୁକ୍ତ କ୍ଷୀରୋଦ ରାଉତ , ଜିଲ୍ଲା ଶିକ୍ଷାଧିକରୀ କପିଳେନ୍ଦ୍ର ମିଶ୍ର, ସରପଞ୍ଚ ଅକ୍ଷୟ ପ୍ରାସାଦ ମହାନ୍ତି , ସମିତି ସଭ୍ୟ। ଗୌରୀ ରାଉତ, ପୁର୍ବତନ ସରପଞ୍ଚ ଦେବିଦତ୍ତା ମହାନ୍ତି , ପ୍ରଦୀପ ସେଠୀ, ରାଧାଶ୍ୟାମ ବେହେରା ଙ୍କ ସମେତ ଅନ୍ୟାନ୍ୟ ବରିଷ୍ଠ ମାନ୍ୟଗଣ୍ୟ ନେତୃମଣ୍ଡଳୀ ଉପସ୍ଥିତ ଥିଲେ। କ୍ରୀଡ଼ାର ବିକାଶ ପାଇଁ ସର୍ବଦା ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ବଦ୍ଧ, ସେହିଭଳି ଭଦ୍ରକ ନେହେରୁ ଷ୍ଟାଡିୟମ୍ ଆଗାମୀ ଦିନରେ ରୂପାନ୍ତରିତ ହୋଇ ସମସ୍ତ କ୍ରୀଡ଼ା କାର‌୍ୟ୍ୟକ୍ରମ ହେବ ବୋଲି କହିଛନ୍ତି ବିଧାୟକ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!