Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଇନଜୀବୀ ବିଭୁପ୍ରସାଦଙ୍କ ପରଲୋକ

by ସଞ୍ଜୟ ସ୍ୱାଇଁ
January 9, 2023
in Feature News
ଆଇନଜୀବୀ ବିଭୁପ୍ରସାଦଙ୍କ ପରଲୋକ
809
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ର ବରିଷ୍ଠ ଆଇନଜୀବି ତଥା ସରକାରୀ ଓକିଲ ବିଭୁ ପ୍ରସାଦ ହୋତାଙ୍କ ସୋମବାର ଭୋର ସମୟରେ ପରଲୋକ ଘଟିଛି। ନୟାଗଡ଼ ପୁରୁଣା ସହର ନିବାସୀ ଶ୍ରୀଯୁକ୍ତ ହୋତା ଜଣେ ଅମାୟିକ ବ୍ୟକ୍ତିତ୍ଵ ଥିଲେ। ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନ ସହ ସେ ଜଡ଼ିତ ଥିଲେ। ହୃଦଘାତ କାରଣରୁ ତାଙ୍କର ପରଲୋକ ଘଟିଥିବା ସୂଚନା ମିଳିଛି। ତାଙ୍କ ମର ଶରୀରକୁ ଦେଖିବା ପାଇଁ ପୁରୁଣା ସହର ବାସ ଭବନରେ ଭିଡ଼ ଲାଗି ରହିଛି। ତାଙ୍କର ପରଲୋକକୁ ନେଇ ସହରରେ ଶୋକର ବାତାବରଣ ଖେଳି ଯାଇଛି। ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଶୋକବ୍ୟକ୍ତ କରିବା ସହ ପରିବାରକୁ ଭଗବାନ ସାହସ ଦିଅନ୍ତୁ ବୋଲି କହିଛନ୍ତି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!