Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ମୃତ୍ତିକା ସଂରକ୍ଷଣ ଅଧିକାରୀ, ୧୧ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଜବତ

by ସଞ୍ଜୟ ସ୍ୱାଇଁ
January 9, 2023
in Crime, State
ଭିଜିଲାନ୍ସ ଜାଲରେ ମୃତ୍ତିକା ସଂରକ୍ଷଣ ଅଧିକାରୀ, ୧୧ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଜବତ
307
VIEWS
Share on FacebookShare on Twitter

ରାୟଗଡା, (ବାଘୁଆବାର୍ତ୍ତା): ରାୟଗଡା ଜିଲ୍ଲା ସହକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ କିଶୋର ଚନ୍ଦ୍ର ନାୟକଙ୍କୁ ଧରିଲା ଭିଜିଲାନ୍ସ। ନଗଦ ୧୧ଲକ୍ଷ ୩୪ହଜାର ୫୬୦ ଟଙ୍କା ସହିତ ଧରାପଡିଲେ ବାବୁ। ଗତକାଲି ରାତିରେ ବେଆଇନ ଭାବେ ୫ ଲକ୍ଷ ୪୫ ଶହ୬୦ ଟଙ୍କା ନେଇ ରାୟଗଡ଼ା ସ୍ଥିତ ଘରକୁ ଯାଉଥିବା ବେଳେ ଅରବିନ୍ଦ ସ୍କୁଲ ପାଖରେ ଧରିଲା ଭିଜିଲାନ୍ସ। ବୁଲେଟ୍ ଯୋଗେ ଯାଉଥିବା ବେଳେ ଧରିଲା ଭିଜିଲାନ୍ସ। ସାଙ୍ଗରେ ଥିବା ଟଙ୍କା ସମ୍ପର୍କରେ ସଠିକ୍ ତଥ୍ୟ ଦେଇପାରିନଥିଲେ। ଫଳରେ ତାଙ୍କୁ ଭିଜିଲାନ୍ସ କାର‌୍ୟ୍ୟାଳୟ ଠାରେ ଅଟକ ରଖି ପଚରାଉଚରା ଚାଲିଛି। ମଙ୍ଗଳା ମନ୍ଦିର ନିକଟସ୍ଥ ଘରେ ଭିଜିଲାନ୍ସ ସଙ୍ଗେସଙ୍ଗେ ଛାପା ମାରିଥିଲା। ସେଠାରୁ ୬ଲକ୍ଷ ୩୦ହଜାର ଟଙ୍କା ଜବତ ହୋଇଛି । ମୋଟ୍ ୧୧ଲକ୍ଷ ୩୪ ହଜାର ୫୬୦ ଟଙ୍କା ଜବତ ସହ ହିସାବ ଦେଇ ନପାରିବାରୁ କିଶୋରଙ୍କୁ ଗିରଫ କରିଛି ଭିଜିଲାନ୍ସ । ଏହାସହ ଭୁବନେଶ୍ବର ପାତ୍ରପଡ଼ା କିଶୋର ବିହାରର ଥିବା ତାଙ୍କ ପତ୍ନୀଙ୍କ ଘରେ ମଧ୍ୟ ଭିଜିଲାନ୍ସ ରେଡ୍ ହୋଇଛି । ନବରଙ୍ଗପୁର ମନ୍ତ୍ରୀଗୁଡ଼ାରେ ଥିବା ପୈତୃକ ଘରେ ମଧ୍ୟ ରେଡ୍ କରୁଛି ଭିଜିଲାନ୍ସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!