Thursday, April 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୁରୁ ଗୋବିନ୍ଦ ଚନ୍ଦ୍ର ଦାଶଙ୍କ ନବମ ଶ୍ରାଦ୍ଧବାର୍ଷିକ ପାଳିତ

by ସଞ୍ଜୟ ସ୍ୱାଇଁ
April 25, 2020
in Feature News
ଗୁରୁ ଗୋବିନ୍ଦ ଚନ୍ଦ୍ର ଦାଶଙ୍କ ନବମ ଶ୍ରାଦ୍ଧବାର୍ଷିକ ପାଳିତ
20
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ପ୍ରବୀଣ ଶିକ୍ଷକ ତଥା ବରିଷ୍ଠ ଶିକ୍ଷାବିତ୍ ଗୁରୁ ଗୋବିନ୍ଦ ଚନ୍ଦ୍ର ଦାଶଙ୍କର ନବମ ଶ୍ରାଦ୍ଧ ବାର୍ଷିକ ଶୁକ୍ରବାର ପାଳିତ ହୋଇଯାଇଛି । ପ୍ରତିବର୍ଷ ଭଳି ଚଳିତ ବର୍ଷ ବନମାଳୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଛାତ୍ର ସଂସଦ ପକ୍ଷରୁ ଏହି ଶ୍ରାଦ୍ଧ ବାର୍ଷିକକୁ ଆଡ଼ମ୍ବର ପୂର୍ଣ୍ଣ କରାନଯାଇ କରୋନା କାରଣରୁ ନିରାଡ଼ମ୍ବର ଭାବେ ପାଳନ କରାଯାଇଛି । ସାମାଜିକ ଦୂରତ୍ୱ ଅବଲମ୍ବନ ପୂର୍ବକ ବିଦ୍ୟାଳୟ ପରିସରରେ ଥିବା ପ୍ରତିମୂର୍ତ୍ତୀରେ ପରିବାର ଓ ଛାତ୍ରସଂସଦର କର୍ମକର୍ତ୍ତାମାନଙ୍କ ଦ୍ୱାରା ମାଲ୍ୟାର୍ପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ପରିବାର ପକ୍ଷରୁ ଜ୍ୟୋଷ୍ଠପୁତ୍ର ତଥା କ୍ରୀଡ଼ାବିତ୍ ମନୋରଂଜନ ଦାଶ, କନିଷ୍ଠପୁତ୍ର ତୁଷାର ରଂଜନ ଦାଶ, ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ନର୍ମଦା ରଥ, ଶିକ୍ଷକ ପ୍ରଶାନ୍ତ ଦାଶ ପ୍ରମୂଖ ଉପସ୍ଥିତି ଥିଲେ ।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!