Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଉଜଳପୁର ରେଞ୍ଜର

by ସଞ୍ଜୟ ସ୍ୱାଇଁ
January 11, 2023
in Crime, State
ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଉଜଳପୁର ରେଞ୍ଜର
101
VIEWS
Share on FacebookShare on Twitter

ସୁନ୍ଦରଗଡ଼, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଉଜଳପୁର ରେଞ୍ଜର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଞ୍ଜର ସଂଗ୍ରାମ କେଶରୀ ମିନିହିରାଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ । ସୁନ୍ଦରଗଡ଼ରେ ଥିବା ସରକାରୀ ବାସଭବନ ଓ ଅଫିସରେ ଖୋଳତାଡ଼ ହେଉଛି । ସମ୍ବଲପୁର ବୁର୍ଲା ଟାଉନରେ ୩ ମହଲା କୋଠା ଠାବ ହୋଇଛି । ସେହିପରି ବଲାଙ୍ଗୀର ବ୍ରାହ୍ମଣୀପାଲିରେ ଥିବା ପୈତୃକ ବାସଭବନ ଓ ନେହେରୁ ନଗରରେ ଥିବା ସମ୍ପର୍କୀୟଙ୍କ ଘରେ ଛାନବିନ୍ ଚାଲିଛି । ଚଢ଼ାଉରେ ୫ ଡିଏସପି ଓ ୮ ଇନ୍ସପେକ୍ଟର ସାମିଲ ହୋଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!