Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାତୀୟ ପତାକାକୁ ଅସମ୍ମାନ କରି କାର୍ଯ୍ୟନିର୍ବାହୀ ଅଧିକାରୀ ଗିରଫ

by ସଞ୍ଜୟ ସ୍ୱାଇଁ
January 12, 2023
in Crime, State
ଜାତୀୟ ପତାକାକୁ ଅସମ୍ମାନ କରି କାର୍ଯ୍ୟନିର୍ବାହୀ ଅଧିକାରୀ ଗିରଫ
306
VIEWS
Share on FacebookShare on Twitter

କୋଣାର୍କ, (ବାଘୁଆବାର୍ତ୍ତା): ଜାତୀୟ ପତାକାକୁ ଅସମ୍ମାନ କରି ଗିରଫ ହୋଇଛନ୍ତି ପୁରୀ ଜିଲ୍ଲା ଗୋପ ବ୍ଲକ ସିମିଳି ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ପ୍ରଶାନ୍ତ କୁମାର ସ୍ୱାଇଁ। ସେ ଜାତୀୟ ପତାକାରେ ଅଫିସ୍‌ର ଟେବୁଲ, ଚୌକି ସହିତ ମୋବାଇଲ ପୋଛି ଥିଲେ। ଏପରିକି ଅଫିସ୍ କାନ୍ଥରେ ଲାଗିଥିବା ଅଳନ୍ଧୁକୁ ସେ ଜାତୀୟ ପତାକାରେ ଝାଡ଼ି ଥିଲେ। ଏହାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ ହୋଇଥିଲା ଓ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଏହା ପରେ ସେ ଦେଶବାସୀଙ୍କୁ ଭୁଲ୍ ମାଗିଥିଲେ। ଅନ୍ୟମନସ୍କରେ ସେ ଏମିତି କରି ଦେଇଥିବା ଗଣମାଧ୍ୟମ ଆଗରେ କହିଥିଲେ। ଜୀବନରେ ଆଉ କେବେ ଏମିତି ଭୁଲ୍ କରିବେ ନାହିଁ ବୋଲି କହିଥିଲେ। ଅନ୍ୟପକ୍ଷରେ ପ୍ରଶାନ୍ତ କୁମାର ସ୍ୱାଇଁଙ୍କ ଏଭଳି ଘୃଣ୍ୟ କାର‌୍ୟ୍ୟ ବିରୋଧରେ ସିମିଳି ପଞ୍ଚାୟତ ସମିତି ସଭ୍ୟ ଥାନାରେ ଏତଲା ଦେଇଥିଲେ। ତାଙ୍କ ଏତଲା ପାଇବା ପରେ ପୁଲିସ୍ ମାମଲା ରୁଜୁ କରି ପ୍ରଶାନ୍ତଙ୍କୁ ଗିରଫ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!