Thursday, April 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୁଖ୍ୟମନ୍ତ୍ରୀ ଘୋଷଣାକୁ ନେଇ ସାମ୍ବାଦିକ ସଂଘ ପକ୍ଷରୁ କୃତଜ୍ଞତା

by ସଞ୍ଜୟ ସ୍ୱାଇଁ
April 27, 2020
in Feature News
ସାମ୍ବାଦିକଙ୍କ ସୁରକ୍ଷା ଦାବି କଲେ ସଭାପତି
22
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତୀ): ମହାମାରୀ କରୋନା ମୁକାବିଲାରେ ସାମ୍ବାଦିକଙ୍କୁ କରୋନା ଯୋଦ୍ଧା ଭାବେ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସାମ୍ବାଦିକଙ୍କର କରୋନା ମୃତ୍ୟୁ ଘଟିଲେ ୧୫ ଲକ୍ଷ ଟଙ୍କା ସହାୟତା ସାମ୍ବାଦିକଙ୍କ ପରିବାରକୁ ମିଳିବ ବୋଲି ଘୋଷଣା କରିଛନ୍ତି । ଏହାକୁ ନେଇ ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି । ସଂଘ ସଭାପତି ପ୍ରମୋଦ ପଟ୍ଟନାୟକ ଦୁଇଦିନ ତଳେ ଏନେଇ ଜିଲ୍ଲାପାଳଙ୍କ ଜରିଆରେ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇଥିଲେ । ଆଜି ରାଜ୍ୟ ସରକାରଙ୍କ ଘୋଷଣା ପରେ, ସେ ସାଧୁବାଦ ଜଣାଇବା ସହ କୃତଜ୍ଞତା ଜ୍ଞାପନ କରିଛନ୍ତି । ଏହା ଦ୍ୱାରା ସାମ୍ବାଦିକଙ୍କ ମନବୋଳ ବୃଦ୍ଧି ପାଇବ ବୋଲି ସଭାପତି ପ୍ରମୋଦ ପଟ୍ଟନାୟକ କହିଛନ୍ତି । ସେହିଭଳି ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ଖଣ୍ଡପଡା ଆଂଚଳିକ ସାମ୍ବାଦିକ ସଂଘର ସଦସ୍ୟମାନେ ସ୍ୱାଗତ କରିବା ସହ ଏଥି ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି ।

ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

April 23, 2026
ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

April 23, 2026
ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!