Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏଥର ବହି ସାଙ୍ଗକୁ, ଆକର୍ଷଣୀୟ ଖାଦ୍ୟ ଷ୍ଟଲର ମଜା

by ସଞ୍ଜୟ ସ୍ୱାଇଁ
January 23, 2023
in Feature News
ଫେବୃୟାରୀ ୧୫ରୁ ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା
227
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଫେବୃଆରୀ ୧୫ରୁ ୧୯ ତାରିଖ ପର୍ଯ୍ୟନ୍ତ ନୟାଗଡ଼ ମଣ୍ଡାବାଗନ(ଦକ୍ଷିଣକାଳୀ) ପଡ଼ିଆରେ ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିଅର ମେଳା ଆୟୋଜନ କରାଯାଉଛି । ଚଳିତ ବର୍ଷ ନିଆରା ଭାବରେ ପୁସ୍ତକ ମହୋତ୍ସବ ଓ କ୍ୟାରିଅର ମେଳା କରାଯିବା ପାଇଁ ନିଷ୍ପତ୍ତି ସରିଛି । ବହି ସାଙ୍ଗକୁ ଚଳିତ ବର୍ଷ ଖାଦ୍ୟ ଷ୍ଟଲର ମଜା ମେଳାକୁ ଆସୁଥିବା ବହି ପ୍ରେମୀ ନେଇ ପାରିବେ ବୋଲି ସୂଚନା ମିଳିଛି । ରୋଟାରୀଆନ୍ ଧିରେନ୍ଦ୍ର ପଟ୍ଟନାୟକ ଏନେଇ ସୂଚନା ଦେଇଥିବା ବେଳେ ପୁସ୍ତକ ମହୋତ୍ସବକୁ ଆକର୍ଷଣୀୟ କରିବା ପାଇଁ ଏଭଳି ବ୍ୟବସ୍ଥା ହୋଇଥିବା ସୂଚନା ଦେଇଛନ୍ତି । ପ୍ରତ୍ୟେକ ଦିନ ସଂନ୍ଧ୍ୟାରେ ସାହିତ୍ୟ ସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ମଧ୍ୟ ଜଣାଯାଇଛି । ପୁସ୍ତକ ପ୍ରତି ସମସ୍ତଙ୍କୁ ଆକୃଷ୍ଟ କରିବା ପାଇଁ ଏଭଳି ନିଆରା କାର୍ଯ୍ୟକ୍ରମ ନୟାଗଡ଼ରେ ଆୟୋଜନ ହେଉଥିବା ସାମ୍ବାଦିକ ଅନୀଲ କୁମାର ପଣ୍ଡା କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!